Posted inଜାତୀୟ

ଉପମୁଖ୍ୟମନ୍ତ୍ରୀଙ୍କୁ ଧରି କାନ୍ଦିଲେ ଛାତ୍ରୀ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ ସରକାରଙ୍କ ବିଜ୍‌ନେସ୍‌ ବ୍ଲାଷ୍ଟର କାର୍ଯ୍ୟକ୍ରମ ସହିତ ସରକାରୀ ବିଦ୍ୟାଳୟର ଛାତ୍ରୀମାନେ ସଶକ୍ତ ହୋଇ ଆତ୍ମନିର୍ଭରଶୀଳ ହୋଇଛନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ବୁଧବାର ଏକ ସରକାରୀ ବିଦ୍ୟାଳୟର ଏକାଦଶ ଶ୍ରେଣୀର ଛାତ୍ରୀଙ୍କ ସହ କଥାବାର୍ତ୍ତା କରିଛନ୍ତି। ଛାତ୍ରୀମାନେ ଉପମୁଖ୍ୟମନ୍ତ୍ରୀଙ୍କ ସହିତ ସେମାନଙ୍କର ଉଦ୍ୟୋଗୀ ଅନୁଭୂତି ବାଣ୍ଟିଛନ୍ତି। ସିସୋଦିଆ ବୁଧବାର ଦିଲ୍ଲୀର ପୁଷ୍ପ ବିହାର ସରକାରୀ ବାଳିକା ସିନିୟର ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ସେଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଭେଟିଥିଲେ। ଏହି ସମୟରେ ଛାତ୍ରୀମାନେ ଉପମୁଖ୍ୟମନ୍ତ୍ରୀଙ୍କୁ ଧରି କାନ୍ଦିଥିଲେ। ଏକାଦଶ ଶ୍ରେଣୀର ଛାତ୍ର ଅକ୍ରିତି ଫ୍ଲିପକାର୍ଟ ଏବଂ ଆମାଜନରେ ଏକ ବ୍ୟବସାୟ କରିଛନ୍ତି। ଉଭୟରେ ଦୁଇମାସରେ ଦୁଇ ହଜାର ଟଙ୍କା ରୋଜଗାର କରିଛନ୍ତି।
କୋଭିଡ ସମୟରେ ଏବଂ ପରେ ମଧ୍ୟ ମାସ୍କର ବହୁତ ଚାହିଦା ଦେଖି ଛାତ୍ରୀ ରିୟା ମାସ୍କର ବ୍ୟବସାୟ ଆରମ୍ଭ କରିବାକୁ ସ୍ଥିର କଲେ। ୨୦୦୦ ଟଙ୍କାରେ କପଡା କିଣି ନିକଟସ୍ଥ ଟେଲରଙ୍କ ଦ୍ୱାରା ତିହାରି କରି ବିକିଥିଲେ। କିଛି ମାସ୍କକୁ ଅନଲାଇନରେ ଏବଂ କିଛି ପଡୋଶୀ ଦୋକାନରେ ବିକ୍ରି କରିବାକୁ ଲାଗିଲା। ରିୟା ମାତ୍ର ଦୁଇ ମାସ ମଧ୍ୟରେ ୧୦ ହଜାର ରୋଜଗାର କରିଛନ୍ତି। ସେହିପରି ଏକାଦଶ ଶ୍ରେଣୀର ଛାତ୍ର ଅକ୍ରିତି ଫ୍ଲିପକାର୍ଟ ଏବଂ ଆମାଜନରେ ଏକ ବ୍ୟବସାୟ କରିଛନ୍ତି। ଉଭୟରେ ଦୁଇମାସରେ ଦୁଇ ହଜାର ଟଙ୍କା ରୋଜଗାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri