ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪

ଭୁବନେଶ୍ୱର,୨୩।୩(ଅଭୟ ଦାଶ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହୋଇଛି ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡ୍‌ସ-୨୦୨୪। ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇଏଏସ୍‌ ମନୋଜ କୁମାର ମିଶ୍ର (ପ୍ରିନ୍ସିପାଲ ସେକ୍ରେଟାରି ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି, ଓଡ଼ିଶା ସରକାର, ଅଧ୍ୟକ୍ଷ ଓକାକ୍‌) ପ୍ରଦୀପ ପ୍ରଜ୍ୱଳନ କରି ଏହାର ଶୁଭାରମ୍ଭ କରିଛନ୍ତି। ମୁଖ୍ୟ ଅତିଥି ଭାବେ ସଲିଳ ପାଣିଗ୍ରାହୀ (ହୋଟେଲିୟର) ମଧ୍ୟ ଯୋଗ ଦେଇଛନ୍ତି। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଏବଂ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?