ଆଜି ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଏବଂ ସମ୍ପାଦକ ତଥାଗତ ସତପଥୀ । ଏଥର ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବାକୁ ଥିବାବେଳେ ମୁଖ୍ୟବକ୍ତା ଭାବେ ଦକ୍ଷତା ତଥା ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଯୋଗଦେବାକୁ କାର୍ଯ୍ୟକ୍ରମ ରହିଛି।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରର ପ୍ରମୁଖ ବ୍ୟବସାୟ ନେତା ଏବଂ ବୃତ୍ତିଗତଙ୍କ ଅଂଶଗ୍ରହଣ ଦେଖିବାକୁ ମିଳିବ। ପ୍ରତିବର୍ଷ ଆୟୋଜିତ ହେଉଥିବା,ବିଜ୍‌ନେସ ଏମିନେସ୍ସ ପୁରସ୍କାରର ଲକ୍ଷ୍ୟ ହେଉଛି ବ୍ୟବସାୟ ଏବଂ ଉଦ୍ୟୋଗିତାରେ ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରିବା, ଓଡ଼ିଶାରେ ନବସୃଜନ, ନେତୃତ୍ୱ ଏବଂ ପ୍ରଭାବର ଭାବନାକୁ ପାଳନ କରିବା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri