ଶେଷ ହେଲା ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’; ପୁରସ୍କୃତ ହେଲେ ଓଡ଼ିଶାର ୩୯ ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଶେଷ ହୋଇଛି ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୨’। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ। ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଓଡ଼ିଶାର ସୁନାମଧନ୍ୟ ବ୍ୟବସାୟୀଙ୍କ ସମେତ ଅତିଥିବୃନ୍ଦ ଏବଂ ପ୍ରାୟୋଜିତ କମ୍ପାନୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ‘ମେହେର’ର ଚେୟାରମ୍ୟାନ୍‌ ପଦ୍ମଶ୍ରୀ ଡ. ଚତୁଃର୍ଭୁଜ ମେହେର, ‘ନାରାୟଣୀ ମୋଟର୍ସ’ର ନିର୍ଦ୍ଦେଶକ ପୁରୁଷୋତ୍ତମ ବୁଦ୍ଧରାଜ, ‘ଅରୁନ୍ଧତୀ ହିରୋ’ର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ମେହେର, ‘ରିଦ୍ଧିସିଦ୍ଧି’ର ନିର୍ଦ୍ଦେଶକ ଅମିତ ଅଗ୍ରଓ୍ବାଲ, ‘ପ୍ରିୟଦର୍ଶନୀ’ର ମ୍ୟାନେଜିଂ ପାଟର୍ନର ଲଲାଟେନ୍ଦୁ ମହାନ୍ତି, ‘ଗ୍ରୀନ ଚିଲିଜ୍‌’ର ପ୍ରତିଷ୍ଠାତା ଏମ୍‌ କେଶବ ରାଓ, ‘ଚାନ୍ଦି ଭଣ୍ଡାର’ର ନିର୍ଦ୍ଦେଶକ ଲିପ୍ସା ହନ୍ସଙ୍କ ସମେତ ମୋଟ ୩୯ଜଣ ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ପୁରସ୍କୃତ କରାଯାଇଥିଲା।

କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଥିଲେ। ଏହାଛଡ଼ା ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?