ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ରହି ଉଦ୍‌ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି ତଥା ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିଛନ୍ତି। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ସ୍ବସ୍ତିକ୍‌ ସ୍ବାଇଁ(ଓଏସ୍‌ଏମ୍‌ଇ), ରାଜେନ୍ଦ୍ର ସିଂହ(କଳାମନ୍ଦିର),ବ୍ରହ୍ମାନନ୍ଦ ମେହେର(ଅରୁନ୍ଧତୀ ଜୁଏଲର୍ସ), ପଲ୍ଲୀ ପଟ୍ଟନାୟକ(ମଦର୍ସ ପବ୍ଲିକ୍‌ ସ୍କୁଲ), ଡ. ସଞ୍ଜିବ କୁମାର ପାତ୍ର(ସ୍ୟାଣ୍ଡିଜ୍‌ ଟାଓ୍ବାର୍ସ), ସୁନିଲ ତେନେଜା(ଫିଲ୍ଡ ମୋଟର୍ସ), ମିତେଶ ଖିମ୍‌ଜୀ(ଖିମଜୀ ଜୁଏଲର୍ସ ପ୍ରମୁଖ ପହଞ୍ଚିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri