ଏପ୍ରିଲ ୩ ରୁ ପ୍ରଥମ ଏମ୍‌ପିସି ବୈଠକ

ଭୁବନେଶ୍ୱର,୨୮।୩(ଅନୁରାଧା ମହାରଣା): ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ମନିଟାରି ପଲିସି କମିଟି ବା ଏମ୍‌ପିସି) ବୈଠକ ଏପ୍ରିଲ ୩ରୁ ଆରମ୍ଭ ହେବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର କାର୍ଯ୍ୟସୂଚୀରେ ଉଲ୍ଲେଖ କରାଯାଇଛି। ଏପରିକି ୨୦୨୪-୨୫ଆର୍ଥିକ ବର୍ଷରେ ଆର୍‌ବିଆଇର ପ୍ରଥମ ଏମ୍‌ପିସି ବୈଠକ ୨୦୨୪ ଏପ୍ରିଲ ୩ ରୁ ୫ ମଧ୍ୟରେ ଅନୁଷ୍ଠିତ ହେବ। ଆର୍‌ବିଆଇ ସୂଚନାନୁସାରେ, ୨୦୨୪-୨୫ ଆର୍ଥିକ ବର୍ଷରେ ମୋଟ ୬ଟି ମୁଦ୍ରାନୀତି କମିଟି ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରଥମ ବୈଠକ ଏପ୍ରିଲ ୩ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ୱିତୀୟ ବୈଠକ ଜୁନ୍‌ ୫ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ତୃତୀୟ ବୈଠକ ଅଗଷ୍ଟ ୬ ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଚତୁର୍ଥ ବୈଠକ ଅକ୍ଟୋବର ୭ରୁ ୯ ମଧ୍ୟରେ ଅନୁଷ୍ଠିତ ହେବ। ପଞ୍ଚମ ବୈଠକ ଡିସେମ୍ବର ୪ରୁ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୪-୨୫ଆର୍ଥିକ ବର୍ଷର ଷଷ୍ଠ ତଥା ଶେଷ ମୁଦ୍ରାନୀତି କମିଟି ବୈଠକ ନୂତନ ବର୍ଷ ୨୦୨୫ ଫେବୃଆରୀ ୫ରୁ ୭ ମଧ୍ୟରେ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri