କଟକଣା ଯୋଗୁ ବ୍ୟବସାୟ ମାନ୍ଦା

କଟକ ଅଫିସ, ୨୮। ୩: କଟକରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ହୋଲି ପାଳନ ଉପରେ କଟକଣା ଜାରି କରାଯାଇଛି। ଏକାସଙ୍ଗରେ ବହୁସଂଖ୍ୟକ ଲୋକଙ୍କୁ ହୋଲି ଖେଳିବାକୁ ବାରଣ କରାଯାଇଛି। ଲୋକମାନେ ବାହାରକୁ ନ ଆସି ଘରେ ରହି ହୋଲି ଖେଳିବେ। ଏଥିପାଇଁ ହୋଲିର ୧୫ ଦିନ ପୂର୍ବରୁ କଟକ ଦୋଳମୁଣ୍ତାଇ, ଚୌଧୁରୀବଜାର, ବାଙ୍କାବଜାର, ବାଲୁବଜାର, କଲେଜ ଛକ ଆଦି ସ୍ଥାନରେ ରଙ୍ଗଦୋକାନ ଖୋଲିଛି। ସେଠାରେ ହର୍ବଲ ଅଭିର, ସେଣ୍ଟେଡ ଅଭିର, ପାଉଡର ଅଭିର ସହ ବିଭିନ୍ନ ପ୍ରକାର ରଙ୍ଗ ରହିଛି। ଏହାର ମୂଲ୍ୟ କିଲୋ ପିଛା ୮ରୁ ଆରମ୍ଭ କରି ୨୦୦ ଟଙ୍କା ପର୍ଯ୍ୟନ୍ତ ରହିଛି। ସେହିପରି ପିଲାଙ୍କ ପାଇଁ ଡୋରେମନ, ମୋଟୁ ପତ୍‌ଲୁ, ବେନେଟନ, ଛୋଟାଭୀମ, ବରବି, ବନ୍ଧୁକ ଭଳି ଅନେକ ପ୍ରକାରର ପିଚକାରି ଅଛି, ଯାହାର ମୂଲ୍ୟ ୨୦ରୁ ଆରମ୍ଭ କରି ୧୫୦୦ ଟଙ୍କା ପର୍ଯ୍ୟନ୍ତ ରହିଛି। ଏହାସହ ରଙ୍ଗବେରଙ୍ଗର ଚୁଟି, ବଡ ଚଷମା, ବିଭନ୍ନ ପ୍ରକାରର ମୁଖା ରହିଛି। ଏହାର ମୂଲ୍ୟ ୫୦ରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ରହିଛି। ବ୍ୟବସାୟୀମାନେ ରାୟପୁର, ନୂଆଦିଲ୍ଲୀ, ବମ୍ବେ ଓ କୋଲକାତାରୁ ରଙ୍ଗ ଆଣି ବିକ୍ରି କରିଥାନ୍ତି। ମାତ୍ର ଚାଇନାରୁ ରଙ୍ଗ ଆସୁଥିବା ଭୟରେ ରଙ୍ଗ କିଣିବାକୁ ଲୋକମାନେ ଆଗ୍ରହ ପ୍ରକାଶ କରୁନାହାନ୍ତି। ଅନ୍ୟପକ୍ଷରେ କରୋନା ଯୋଗୁ ପ୍ରତିବର୍ଷ ଭଳି ଚଳିତବର୍ଷ ରଙ୍ଗଦୋକାନରେ ସେତେଟା ଭିଡ ନ ଥିବାରୁ ବ୍ୟବସାୟ ମାନ୍ଦା ହୋଇଛି। ଏ ସମ୍ପର୍କରେ ବ୍ୟବସାୟୀ ପ୍ରଦୀପ କୁମାର ନନ୍ଦୀ କହିଛନ୍ତି, ପ୍ରାୟ ୪୦ ବର୍ଷ ହେବ ଦୋକାନ କରିଛି। କିନ୍ତୁ ଏଭଳି ପରିସ୍ଥିତି କେବେ ଦେଖିନାହିଁ। ହୋଲିକୁ ଆଉ ମାତ୍ର ଗୋଟିଏ ଦିନ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ୩୦ ପ୍ରତିଶତ ବ୍ୟବସାୟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗପୁର ଥାନା କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri