ଗଞ୍ଜେଇ ଭର୍ତ୍ତି କାର୍‌ ଜବତ: ବ୍ୟବସାୟୀ ଗିରଫ

ବ୍ରହ୍ମପୁର,୧୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗ ଖବର ମିଳିଥିଲା। କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶରେ ଏଜେ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ ଆଙ୍କୁଶପୁରଠାରେ ଯାନବାହନ ଯାଞ୍ଚ କରୁଥିଲା। ସେଠାରୁ ଏକ ଗଞ୍ଜେଇ ଭର୍ତ୍ତିିକାର ଜବତ କରିଥିଲା। ଗଞ୍ଜେଇ ବ୍ୟବସାୟୀଙ୍କୁ ବି ଗିରଫ କରିଛି। ଅଭିଯୁକ୍ତ ଜଣକ ବାଲେଶ୍ୱର ସିଙ୍ଗଳା ଥାନା ଜମାଲପୁର ଗାଁର ସରୋଜ କୁମାର ମିଶ୍ର । ଏ ସଂକ୍ରାନ୍ତରେ ନଂ. ୧୨୭/୨୪-୨୫ରେ ଏକ ମାମଲା ରୁଜୁ ହୋଇଛି। ଶନିବାର ସରୋଜଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ଅବକାରୀ ଗୋଇନ୍ଦା ଡିଏସ୍‌ପି ସ୍ନେହଲତା ନାୟକ ସୂଚନା ଦେଇଛନ୍ତି । ଜବତ ଗଞ୍ଜେଇ ଓ କା’ର୍‌ର ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସେ କହିଛନ୍ତି। ସେହିପରି ଉକ୍ତ ଗଞ୍ଜେଇ କନ୍ଧମାଳର ବ୍ରହ୍ମପୁର ଦେଇ ବାଲେଶ୍ୱର ଚାଲାଣ ହୋଇଥାନ୍ତା ବୋଲି ଜେରା ବେଳେ ଟିମ୍‌ ଜାଣିବକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ…

ଦିନରେ ଚୁଟି ବେପାର, ରାତିରେ ଚୋରି: ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୋଗରାଇ, ୨୯ା୪(ପ୍ରଦୀପ ଦାସ):ଦିନରେ ଘର ଘର ବୁଲି ଚୁଟି ବେପାର କରୁଥିଲେ। ରାତି ହେଲେ ଘରେ ପଶି ଟଙ୍କା ପଇସା, ସୁନାଗହଣା ଲୁଟ୍‌ କରି ଚମ୍ପଟ ମାରୁଥିଲେ।…

ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ

ପୁରୀ,୨୯ା୪: ଆଜି ରଥ ନିର୍ମାଣ କାର୍ଯ୍ୟର ନବମ ଦିନ। ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି। ରଥ…

ଚଷମା ଦୋକାନରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡି ଭଷ୍ମ

ସମ୍ବଲପୁର, ୨୯।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜାସ୍ଥିତ ଏକ ଜଣାଶୁଣା ତିନି ମହଲା ବିଶିଷ୍ଟ ଚଷମା ସୋରୁମ ‘ଭିଜନ କେୟାର’ରେ ଆଜି ଭୋର…

ବଡ଼ଲୋକଙ୍କ ଚେରକଟା ନୀତି

ମଣିଷର ଚରିତ୍ର ପଦପଦବୀ ବା ସମ୍ପତ୍ତି ଦ୍ୱାରା ନିର୍ଦ୍ଧାରିତ ହୁଏନାହିଁ। ଅନେକ ସମୟରେ ଆମେ ଭାବୁ ଶୀର୍ଷରେ ପହଞ୍ଚିଥିବା ବ୍ୟକ୍ତି ମାନସିକ ସ୍ତରରେ ଖୁବ୍‌ ଶାନ୍ତ ଓ…

ପିତୃତ୍ୱ: ଏକ ଆହ୍ବାନ

ପୁତ୍ରକନ୍ୟାମାନଙ୍କ ପାଇଁ ପିତା ହେଉଛନ୍ତି ଦେବତା। ଏଣୁ ତୈତ୍ତିରୀୟ ଉପନିଷଦରେ କୁହାଯାଇଛି ‘ପିତୃଦେବୋ ଭବଃ’।  ମନୁ ସଂହିତାରେ ଉଲ୍ଲେଖ ଅଛି ‘ଉପାଧ୍ୟାୟାତ୍‌ ଦଶାଚାର୍ଯ୍ୟଃ ଆଚାର୍ଯ୍ୟାଣାଂ ଶତଂ ପିତା’…

ଗ୍ରୀଷ୍ମଲହରୀରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୮ା୪: ପର୍ଯ୍ୟାପ୍ତ ଆଶ୍ରୟସ୍ଥଳ ଏବଂ ସମ୍ବଳ ଅଭାବରୁ ସମାଜର ଦୁର୍ବଳ ବର୍ଗ ବିଶେଷ କରି ଆର୍ଥତ୍କ ପଛୁଆ ଶ୍ରେଣୀ, ବାହାର କାମ କରୁଥିବା ଲୋକ ଏବଂ ବାସହୀନଙ୍କ…

ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ: ବିଜେଡି ସହ ମେଣ୍ଟକୁ ନେଇ ଭକ୍ତ କରିଦେଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୪ (ରବିନାରାୟଣ ଜେନା):ପଞ୍ଚାୟତ ନିର୍ବାଚନକୁ ଆଉ ପ୍ରାୟ ୧୦ ମାସରୁ ଅଧିକ ଦିନ ରହିଛି। ହେଲେ ଏବେଠାରୁ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ପ୍ରସଙ୍ଗରେ ପିସିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri