ଶଟର୍‌ ପକାଇ ଦୋକାନ ଭିତରେ ଆତ୍ମହତ୍ୟା

ଝାରସୁଗୁଡ଼ା ଅଫିସ,୨୨ା୧: ଝାରସୁଗୁଡା ସହର ସରବାହାଲସ୍ଥିତ ଏକ ଆଟୋମୋବାଇଲ୍‌ ଦୋକାନ ଭିତରେ ଜଣେ ବ୍ୟବସାୟୀ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସ୍ଥାନୀୟ ସରବାହାଲ ମାରଓ୍ବାଡିପଡାର ଚନ୍ଦନ ଟିବ୍ରଓ୍ବୋଲ(୪୦)। ଟାଉନ ଥାନା ପୋଲିସ ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା (ନଂ୮/୨୨) ରୁଜୁକରି ତଦନ୍ତ ଚଳାଇଛି। ଚନ୍ଦନ ପ୍ରତିଦିନ ଭଳି ଶୁକ୍ରବାର ସକାଳେ ଦୋକାନ ଖୋଲିଥିଲେ। ସେଲସ୍‌ମ୍ୟାନ୍‌ ମଧ୍ୟ ଆସିଥିଲେ। ମଧ୍ୟାହ୍ନରେ ଦୋକାନ ବନ୍ଦକରି ସମସ୍ତେ ଖାଇବାକୁ ଯାଇଥିଲେ । ସେଲସ୍‌ମ୍ୟାନ୍‌ ଆସିବା ପୂର୍ବରୁ ଚନ୍ଦନ ଦୋକାନ ଭିତରୁ ଶଟର୍‌ ପକାଇ ଫ୍ୟାନ୍‌ରେ ରଶି ଲଗାଇ ଆମତ୍ହତ୍ୟା କରିଥିଲେ  । ସେଲସ୍‌ମ୍ୟାନ୍‌ ଶଟର ଖୋଲିବା ପରେ ଚନ୍ଦନଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ଡାକ୍ତରଙ୍କ ନିକଟକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ  । ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri