ଯାଉଥିଲେ ଦୋକାନ ଖୋଲିବାକୁ ମୃତ୍ୟୁ ସାଜି ଆସିଲା ଟ୍ରକ

ଦିଗପହଣ୍ଡି,୬ା୩(ଡି.ଏନ.ଏ.): ଦିଗପହଣ୍ଡି ବସ୍‌ଷ୍ଟାଣ୍ଡ ମୁଖ୍ୟରାସ୍ତାର ଟାଉନ ଛକଠାରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦିଗପହଣ୍ଡି ପନ୍ଦରା ସାହିର ସୁରେନ୍ଦ୍ର ମିଶ୍ର।

ସୁରେନ୍ଦ୍ର ସାଇକେଲରେ ପୁଞ୍ଜିକଁୟା ଛକ ସ୍ଥିତ ନିଜର ରାଶନ ଦୋକାନକୁ ଯାଉଥିଲେ। ସେତିକି ବେଳେ ଯାଜପୁରରୁ ବ୍ରହ୍ମପୁର ଦେଇ ଦ୍ରୁତଗତରେ ଯାଉଥିବା ଏକ ଅଟା ବୋଝେଇ ଟ୍ରକ୍‌ ନଂ.(ଓ ୧୮ – ଏ -୫୭୧୯) ତାଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ପୋଲିସ ଜବତ କରିବା ସହ ଚାଳକଙ୍କୁ ଅଟକ ରଖିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ପୋଲିସ ଏକ ମାମଲା(ନଂ. ୧୦୦/୨୨) ରୁଜୁ କରି ଅଓତ୍ମକ( ଫଟୋ – ୧. ଜବତ ମାଲ ବୋଝେଇ ଟ୍ରକ୍‌।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri