ଯାଉଥିଲେ ଦୋକାନ ଖୋଲିବାକୁ ମୃତ୍ୟୁ ସାଜି ଆସିଲା ଟ୍ରକ

ଦିଗପହଣ୍ଡି,୬ା୩(ଡି.ଏନ.ଏ.): ଦିଗପହଣ୍ଡି ବସ୍‌ଷ୍ଟାଣ୍ଡ ମୁଖ୍ୟରାସ୍ତାର ଟାଉନ ଛକଠାରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦିଗପହଣ୍ଡି ପନ୍ଦରା ସାହିର ସୁରେନ୍ଦ୍ର ମିଶ୍ର।

ସୁରେନ୍ଦ୍ର ସାଇକେଲରେ ପୁଞ୍ଜିକଁୟା ଛକ ସ୍ଥିତ ନିଜର ରାଶନ ଦୋକାନକୁ ଯାଉଥିଲେ। ସେତିକି ବେଳେ ଯାଜପୁରରୁ ବ୍ରହ୍ମପୁର ଦେଇ ଦ୍ରୁତଗତରେ ଯାଉଥିବା ଏକ ଅଟା ବୋଝେଇ ଟ୍ରକ୍‌ ନଂ.(ଓ ୧୮ – ଏ -୫୭୧୯) ତାଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ସୁରେନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ପୋଲିସ ଜବତ କରିବା ସହ ଚାଳକଙ୍କୁ ଅଟକ ରଖିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ପୋଲିସ ଏକ ମାମଲା(ନଂ. ୧୦୦/୨୨) ରୁଜୁ କରି ଅଓତ୍ମକ( ଫଟୋ – ୧. ଜବତ ମାଲ ବୋଝେଇ ଟ୍ରକ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ହତ୍ୟା ଘଟଣା: ଗୋପାଳଙ୍କ ଘରେ କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍‌

ବ୍ରହ୍ମପୁର ଅଫିସ, ୩୧।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗତ ୨୯ ତାରିଖରେ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳିକରି ହତ୍ୟା କରିଥିଲେ। ମୁଖ୍ୟମନ୍ତ୍ରୀ ଉକ୍ତ...

ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼

କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି...

ସାଇକେଲରେ ତାମିଲନାଡୁରୁ ତେଲକୋଇ

ଢେଙ୍କାନାଳ ଅଫିସ, ୨୩ା୫-ତାଲାବନ୍ଦ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖଦୈନ୍ୟର ଗୋଟିଏ ପରେ ଗୋଟିଏ ଚିତ୍ର ପଦାକୁ ଆସିବାରେ ଲାଗିଛି। ଅସମୟରେ କମ୍ପାନୀ ହାତ ଛାଡ଼ିଦେବା ପରେ...

ସୁସ୍ଥ ହେଲେ ଝାରସୁଗୁଡାର ୨ କରୋନା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୧୧ା୫: ଝାରସୁଗୁଡା ଜିଲାର ୨ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି। ସୋମବାର ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ବିପଦରେ ଗୋସମ୍ପଦ

ରୂପ୍‌ସା, ୬।୯-ବାଲେଶ୍ୱର ଜିଲା ସଦର ବ୍ଲକରେ ଗୋସମ୍ପଦ ଏବେ ବିପଦରେ। ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀଧନ ନିରୀକ୍ଷକ କେନ୍ଦ୍ରରେ ଡାକ୍ତର, ନିରୀକ୍ଷକ ଓ ଆଟେଣ୍ଡାଣ୍ଟ...

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...

ତୃଷାର୍ତ୍ତ ପ୍ରାଣୀପକ୍ଷୀଙ୍କ ପାଇଁ ଜଳ ବ୍ୟବସ୍ଥା

ନୀଳଗିରି,୧୯।୪ (ସ୍ବ.ପ୍ର) ପ୍ରକୃତି, ପ୍ରାଣୀପକ୍ଷୀ ଆଉ ମଣିଷ ମଧ୍ୟରେ ରହିଛି ନିବିଡ଼ ସମ୍ପର୍କ। ପରିବେଶର ଜାଗ୍ରତ ପ୍ରହରୀ ସାଜି ନୀଳଗିରିର କେତେଜଣ ପ୍ରକୃତିପ୍ରେମୀ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ...

୧୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ବର୍ଷାଜଳ, ଫସଲ ନଷ୍ଟ ଆଶଙ୍କା

ଡେରାବିଶ,୧୬ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରୁ ହେଉଥିବା ଲଗାଣ ବର୍ଷା ନାହିଁ ନ ଥିବା କ୍ଷତି ପହଞ୍ଚାଇଛି। ଏହି ବ୍ଲକ ଅଞ୍ଚଳରେ...

Advertisement
Archives

Model This Week