Posted inଜାତୀୟ

ବାଇକ୍‌ କିଣିଲେ ଏବେ ଶସ୍ତାରେ ମିଳିବ ହେଲମେଟ୍‌, ନୀତିନ ଗଡକରୀଙ୍କ ବଡ଼ ସୂଚନା

ନୂଆଦିଲ୍ଲୀ,୫।୯: ଆପଣ ବାଇକ୍‌ କିଣିବାକୁ ଯୋଜନା କରୁଛନ୍ତି, ତେବେ ବର୍ତ୍ତମାନ ଆପଣ ଆଉ ଏକ ଲାଭ ପାଇବାକୁ ଯାଉଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ବାଇକ୍‌ କ୍ରୟକାରୀଙ୍କ ପାଇଁ ଶସ୍ତା ହେଲମେଟ ଉପଲବ୍ଧ ହେବାକୁ ଯାଉଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ମଧ୍ୟ ଏହି ପରି ଦୁଇ ଚକିଆ ଯାନ ନିର୍ମାତାଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ବାଇକ କିଣୁଥିବା କୌଣସି ଗ୍ରାହକଙ୍କୁ ଏବେ ରିହାତିରେ ହେଲମେଟ ଯୋଗାଇ ଦିଆଯିବ।

ନୀତିନ ଗଡକରୀ କହିଛନ୍ତି, ପ୍ରତିବର୍ଷ ଦେଶରେ ୫୦ ହଜାରରୁ ଅଧିକ ବାଇକ ଆରୋହୀ ହେଲମେଟ ପିନ୍ଧି ନ ଥିବାରୁ ମୃତ୍ୟୁ ବରଣ କରନ୍ତି। ୨୦୨୨ରେ ହେଲମେଟ ନ ପିନ୍ଧିବାରୁ ୫୦ହାଜର ୨୯ଜଣ ଲୋକ ପ୍ରାଣ ହରାଇଛନ୍ତି। ତେଣୁ ସମସ୍ତ ଦୁଇ ଚକିଆ କମ୍ପାନୀ ବାଇକ କ୍ରୟ ଗ୍ରାହକଙ୍କୁ ସୁଲଭ ମୂଲ୍ୟରେ ହେଲମେଟ ଯୋଗାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri