ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ହେଲେ କାହାକୁ ମିଳିବ କେତେ ଆସନ, ଜାଣନ୍ତୁ…

ଭୁବନେଶ୍ୱର,୭।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ତୀବ୍ର ଆଲୋଚନା କରାଯାଉଛି। ତେବେ ଆସନ୍ତା ୧୨ ତାରିଖରେ ଅମିତ ଶାହା ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି। ଏହି ସମୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କୁହାଯାଉଛି ଯେ, ୧୩ ଆସନରେ ଭାଜପା ଏବଂ ୮ ଆସନରେ ପ୍ରାର୍ଥୀ ବିଜେଡି ଦେଇପାରେ। ହେଲେ ମେଣ୍ଟକୁ ନେଇ କିଛି ଚିତ୍ର ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri