୨୦୨୨ ସୁଦ୍ଧା ଏକ ଚତୁର୍ଥାଂଶ ଲୋକଙ୍କ ପାଖରେ ବି ପହଞ୍ଚି ପାରିବନି କରୋନା ଟିକା

ଓ୍ବାଶିଂଟନ,୧୬।୧୨: ପୃଥିବୀରେ କରୋନା ଆତଙ୍କ ଜାରି ରହିଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାଦାନ ନେଇ ଯୋଜନା ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ୨୦୨୨ ସୁଦ୍ଧା ପୃଥିବୀର ଏକ ଚତୁର୍ଥାଂଶ ଲୋକଙ୍କ ପାଖରେ କରୋନା ଟିକା ପହଞ୍ଚିପାରିବ ନି ବୋଲି ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ‘ଦ ବିଏମ୍‌ଜେ’ ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏହା ପ୍ରକାଶିତ ହୋଇଛି। ପୃଥିବୀର ୩୭୦ କୋଟି ବୟସ୍କଙ୍କୁ ଟିକାଦାନ କରାଯିବା ଆବଶ୍ୟକ ବୋଲି ଏଥିରେ ଦର୍ଶାଯାଇଛି। ଟିକାଦାନ କରାଯିବା ପ୍ରକ୍ରିୟା ବୈଜ୍ଞନିକ ଏବଂ ପରିଚାଳନା ଅଧିକାରୀଙ୍କ ପାଇଁ ଆହ୍ବାନମୂଳକ ହେବାର ଯଥେଷ୍ଟ ସମ୍ଭାବନା ଥିବା ଏଥିରେ କୁହାଯାଇଛି। ୫୧ ପ୍ରତିଶତ ଟିକା ପୃଥିବୀର ଧନୀ ଦେଶକୁ ମିଳିବ। ଅପରପକ୍ଷରେ ୧୪ ପ୍ରତିଶତ ଟିକା ଗରିବ ଏବଂ ମଧ୍ୟମ ବର୍ଗର ଦେଶଙ୍କୁ ମିଳିବ। ପୃଥିବୀର ୮୫ ପ୍ରତିଶତ ଜନସଂଖ୍ୟା ଗରିବ ଏବଂ ମଧ୍ୟମ ବର୍ଗର ଦେଶରେ ବାସ କରିଥାନ୍ତି। ମାତ୍ର ଏଭଳି ଦେଶଙ୍କୁ କମ୍‌ ସଂଖ୍ୟକ ଟିକା ମିଳିବ ବୋଲି ଆମେରିକାର ଜନ୍ସ୍‌ ହପକିନ୍ସ୍‌ ବ୍ଲମ୍‌ବର୍ଗ ସ୍କୁଲ ଅଫ୍‌ ପବ୍ଲିକ୍‌ ହେଲଥ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri