୨୦୨୨ ସୁଦ୍ଧା ସମସ୍ତ ସହରର ସବୁ ଘରକୁ ପାଇପ ପାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା ଟ୍ୟାପ୍‌ରୁ ପାଣି ଆଣି ପିଇପାରିବେ। ମୁଖ୍ୟନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଆଧାର ବ୍ୟବସ୍ଥାର ରୂପାନ୍ତର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ୫-ଟି ଗଭର୍ନାନ୍ସରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାନୀୟ ଜଳ ମିଶନ ‘ସୁଜଳ’ ଦ୍ୱାରା ଦୁଇ ସହରରେ ପ୍ରାୟ ୧ ଲକ୍ଷ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ମିଶନ ରାଜ୍ୟର ସବୁ ଅଞ୍ଚଳରେ ପର୍ଯ୍ୟାୟ କ୍ରମେ କାର୍ଯ୍ୟକାରୀ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୨୦୨୨ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳର ସବୁ ଘରକୁ ପାଇପ ଜଳ ସଂଯୋଗ ଯୋଗାଇ ଦିଆଯିବ। ଓଡ଼ିଶା ଏ କ୍ଷେତ୍ରରେ ପ୍ରଥମ ରାଜ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri