୨୦୨୨ ସୁଦ୍ଧା ସମସ୍ତ ସହରର ସବୁ ଘରକୁ ପାଇପ ପାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା ଟ୍ୟାପ୍‌ରୁ ପାଣି ଆଣି ପିଇପାରିବେ। ମୁଖ୍ୟନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଆଧାର ବ୍ୟବସ୍ଥାର ରୂପାନ୍ତର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ୫-ଟି ଗଭର୍ନାନ୍ସରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାନୀୟ ଜଳ ମିଶନ ‘ସୁଜଳ’ ଦ୍ୱାରା ଦୁଇ ସହରରେ ପ୍ରାୟ ୧ ଲକ୍ଷ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ମିଶନ ରାଜ୍ୟର ସବୁ ଅଞ୍ଚଳରେ ପର୍ଯ୍ୟାୟ କ୍ରମେ କାର୍ଯ୍ୟକାରୀ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୨୦୨୨ ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳର ସବୁ ଘରକୁ ପାଇପ ଜଳ ସଂଯୋଗ ଯୋଗାଇ ଦିଆଯିବ। ଓଡ଼ିଶା ଏ କ୍ଷେତ୍ରରେ ପ୍ରଥମ ରାଜ୍ୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri