Posted inଜାତୀୟ

‘୨୦୨୨ ପୂର୍ବରୁ ଭାକ୍‌ସିନ ପାଇବେନି ସୁସ୍ଥ’

ନୂଆଦିଲ୍ଲୀ,୧୬।୧୦(ଆଇଏଏନ୍‌ଏସ୍‌):ସ୍ବଳ୍ପ ବୟସ୍କ ଓ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭାକ୍‌ସିନ ପାଇବାକୁ ହେଲେ ୨୦୨୨ ମସିହା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାସ୍ଥ୍ୟକର୍ମୀ ଓ ବିପଜ୍ଜନକ ସ୍ଥିତିରେ ଥିବା ବ୍ୟକ୍ତିଙ୍କୁ ଟିକା ପ୍ରଦାନରେ ପ୍ରାଥମିକତା ଦିଆଯିବା ଉଚିତ। ହେଲ୍‌ଥକେୟାର ଓ୍ବାର୍କର, କରୋନା ଯୋଦ୍ଧା ଏବଂ ବୟସ୍କ ବ୍ୟକ୍ତିଙ୍କ ଜୀବନ ପ୍ରତି ଅଧିକ ବିପଦ ରହିଥିବାରୁ ସେମାନଙ୍କୁ ପ୍ରଥମେ ଭାକ୍‌ସିନ ମିଳିବ। ସ୍ବାମୀନାଥନ୍‌ଙ୍କ ଅନୁସାରେ ଅନେକ ଭାକ୍‌ସିନ ଟ୍ରାଏଲ୍‌ କରାଯାଉଥିଲେ ହେଁ ଭୂତାଣୁକୁ ସମୂଳେ ନାଶ କରିବା ସେତେଟା ସହଜ ନୁହେଁ। ୨୦୨୧ ସୁଦ୍ଧା ଅନୂ୍ୟନ ଗୋଟିଏ ପ୍ରଭାବଶାଳୀ ଟିକା ଆସିଯିବ। ତେବେ ତାହା ସୀମିତ ପରିମାଣରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ…

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri