ଆଗାମୀ ୨୦୪୭ ସୁଦ୍ଧା ଓଡ଼ିଆମାନେ ବିଶ୍ୱ ଅର୍ଥନୀତିର ନେତୃତ୍ୱ ନେବେ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୪।୧୧: ଆଗାମୀ ୨୦୪୭ ସୁଦ୍ଧା ଓଡ଼ିଆମାନେ ବିଶ୍ୱ ଅର୍ଥନୀତିର ନେତୃତ୍ୱ ନେବେ। ଓଡ଼ିଶା ବିକଶିତ ହେଲେ ଭାରତ ବିକଶିତ ହେବ ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଜଟଣୀଠାରେ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ସଂସ୍ଥାନ-ଏନ୍‌‌ଏସ୍‌‌ଟିଆଇପ୍ଲସ୍‌‌ ଭୁବନେଶ୍ୱରର ଶିଳାନ୍ୟାସ ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଏହି ସଂସ୍ଥାନ ଗରିବ ପିଲାଙ୍କ ପାଇଁ ଗୁରୁକୁଳ ଭଳି କାର୍ଯ୍ୟ କରିବ।

ଏହା ମାଧ୍ୟମରେ ୨୦୨୩-୨୪ ଆର୍ଥିକବର୍ଷରେ ୧ ଲକ୍ଷ ୨୫ ହଜାର ଲୋକଙ୍କୁ ଆଧୁନିକ ଦକ୍ଷତା କୌଶଳ ପ୍ରଶିକ୍ଷଣ ଦିଆଯିବାର ଲକ୍ଷ୍ୟ ରଖାଯାଇଛି। ସେ କହିଛନ୍ତି, ବର୍ତ୍ତମାନ ଓଡ଼ିଶାରେ ୧୫ ରୁ ୫୯ ବର୍ଷ ବର୍ଗ ମଧ୍ୟରେ ୨ କୋଟି ୫୧ ଲକ୍ଷ ଲୋକ ଅଛନ୍ତି। ସେଥିମଧ୍ୟରୁ ୫୭ ଭାଗ ଲୋକ କାର୍ଯ୍ୟ କରୁଛନ୍ତି। ସେମାନଙ୍କୁ ସ୍କିଲିଂ, ରି-ସ୍କିଲିଂ ଓ ଅପ୍‌‌ସ୍କିଲିଂର ପ୍ରଶିକ୍ଷଣ ଦେବାକୁ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ସୂଚନାଅନୁସାରେ ଏନ୍‌‌ଏସ୍‌‌ଟିଆଇପ୍ଲସ୍‌‌ ଯୁବପିଢ଼ିଙ୍କ ପାଇଁ ଇଣ୍ଡଷ୍ଟ୍ରି ୪.୦
ଆଧାରିତ ଦକ୍ଷତା ବିକାଶ ପାଇଁ ଏକକୀକୃତ କମ୍ପେ୍ଲକ୍ସ ଏହା ମାଧ୍ୟମରେ
ଉଦ୍ୟୋଗ ଜଗତର ଚାହିଦା ଅନୁଯାୟୀ ଛାତ୍ରଛାତ୍ରୀମାନଙ୍କୁ ମାଷ୍ଟ୍ରର ଟ୍ରେନିଂ
ପ୍ରଦାନ କରାଯିବ। ଏଥିରେ ଇଞ୍ଜିନିୟର, ସୁପରଭାଇଜର, ଟେକ୍ସିସିଆନ୍‌‌
ଏବଂ ବିଭିନ୍ନ ସଂସ୍ଥାମାନଙ୍କ ପାଇଁ ସଦସ୍ୟମାନଙ୍କୁ ମଧ୍ୟ ଆଧୁନିକ ପ୍ରଶିକ୍ଷଣ
ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri