Posted inଜାତୀୟ

ଅପରାହ୍ନ ୩ଟା ସୁଦ୍ଧା ନାଗାଲାଣ୍ଡରେ ୭୩ ପ୍ରତିଶତ, ମେଘାଳୟରେ ୬୪ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୨୭ା୨: ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସକାଳ ୭ରୁ ଆରମ୍ଭ ହୋଇଛି। ଉଭୟ ରାଜ୍ୟରେ ୬୦-୬୦ ଆସନ ରହିଛି। ଏଥିମଧ୍ୟରୁ କେବଳ ୫୯-୫୯ଟି ସିଟ୍‌ରେ ଭୋଟ୍‌ ଦିଆଯାଉଛି।

मेघालय के पिन्थोरमख्रान में कम्युनिटी एंड कल्चरल हॉल के बाहर वोट डालने के लिए लगी लाइन।

ଅପରାହ୍ନ ୧ଟା ସୁଦ୍ଧା ମେଘାଳୟରେ ୬୩.୯୧% ଏବଂ ନାଗାଲାଣ୍ଡରେ ୭୩.୩୭% ମତଦାନ ହୋଇଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ନାଗାଲାଣ୍ଡରେ ୭୩ ପ୍ରତିଶତ ଏବଂ ମେଘାଳୟରେ ୬୪ ପ୍ରତିଶତ ମତଦାନ ହୋଇଛି। ମାର୍ଚ୍ଚ ୨ରେ ଏହି ଦୁଇ ରାଜ୍ୟରେ ନିର୍ବାଚନ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri