Posted inଜାତୀୟ

ଅପରାହ୍ନ ୩ଟା ସୁଦ୍ଧା ନାଗାଲାଣ୍ଡରେ ୭୩ ପ୍ରତିଶତ, ମେଘାଳୟରେ ୬୪ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୨୭ା୨: ମେଘାଳୟ ଏବଂ ନାଗାଲାଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସକାଳ ୭ରୁ ଆରମ୍ଭ ହୋଇଛି। ଉଭୟ ରାଜ୍ୟରେ ୬୦-୬୦ ଆସନ ରହିଛି। ଏଥିମଧ୍ୟରୁ କେବଳ ୫୯-୫୯ଟି ସିଟ୍‌ରେ ଭୋଟ୍‌ ଦିଆଯାଉଛି।

मेघालय के पिन्थोरमख्रान में कम्युनिटी एंड कल्चरल हॉल के बाहर वोट डालने के लिए लगी लाइन।

ଅପରାହ୍ନ ୧ଟା ସୁଦ୍ଧା ମେଘାଳୟରେ ୬୩.୯୧% ଏବଂ ନାଗାଲାଣ୍ଡରେ ୭୩.୩୭% ମତଦାନ ହୋଇଥିବା ବେଳେ ଅପରାହ୍ନ ୩ଟା ସୁଦ୍ଧା ନାଗାଲାଣ୍ଡରେ ୭୩ ପ୍ରତିଶତ ଏବଂ ମେଘାଳୟରେ ୬୪ ପ୍ରତିଶତ ମତଦାନ ହୋଇଛି। ମାର୍ଚ୍ଚ ୨ରେ ଏହି ଦୁଇ ରାଜ୍ୟରେ ନିର୍ବାଚନ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri