୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ। ଦିନ ୯.୩୦ ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି। ଏ ନେଇ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ସୂଚନା ଦେଇଛନ୍ତି ।

୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭୋଟ ଗ୍ରହଣ ପାଇଁ ୨୭୯ ବୁଥ୍‌ ହୋଇଛି। ଏଥର ୬୦ଟି ବୁଥ୍‌ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି। ଭୋଟ୍‌ ଗ୍ରହଣ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ବୁଥ୍‌ରେ କେନ୍ଦ୍ରୀୟ ସୁରକ୍ଷା ବାହିନୀର ଯବାନ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?