ପୋଖରୀ ଖୋଳାକୁ ନେଇ ଗୁଳିମାଡ଼: ଅଭିଯୁକ୍ତଙ୍କ ସ୍ତ୍ରୀ, ପୁଅକୁ ମରଣାନ୍ତକ ଆକ୍ରମଣ

ଢେଙ୍କାନାଳ ଅଫିସ, ୧୭।୪: ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ପଞ୍ଚାୟତ କନ୍ଦପାଳ ଗାଁରେ ରବିବାର ସକାଳେ ଗୁଳିମାଡ଼ ହୋଇଥିଲା ବେଳେ ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସ୍ତ୍ରୀ ସାରଥୀ ନାୟକ (୩୦) ଓ ପୁଅ ନିତିନ ନାୟକ (୩)ଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ଉଭୟ ମା’ପୁଅଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଛି। ଅଭିଯୁକ୍ତ ଫେରାର ଥିବା ବେଳେ ଗାଁରେ ଚପା ଉତ୍ତେଜନା ଲାଗି ରହିଛି।
ସୂଚନାଯୋଗ୍ୟ, କନ୍ଦପାଳ ଗ୍ରାମରେ ପୋଖରୀ ଖୋଳା ବିବାଦକୁ ନେଇ ଗୁଳିମାଡ଼ ଘଟିଥିଲା। ଏଥିରେ ୧୪ ନଂ ଓ୍ବାର୍ଡମେମ୍ବର ପଙ୍କଜିନୀ ନାୟକଙ୍କ ଶ୍ୱଶୁର ଦଳେଇଙ୍କ ମୃତ୍ୟୁ ଘଟିଥିଲା। ଖବରପାଇ ସଦର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଥିବା ବେଳେ ପରବର୍ତ୍ତୀ ସମୟରେ ଏଭଳି କାଣ୍ଡ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋପପାଉଛି ତାଳଗଛ, ବଢୁଛି ବଜ୍ରପାତ ଦୁର୍ଘଟଣା

ରସୁଲପୁର,୨୫ା୧(ଡିଏନଏ) ଗ୍ରୀଷ୍ମ ଋତୁରେ ବଜ୍ରପାତର ଆଶଙ୍କା ଅଧିକ ରହୁଛି। ବଜ୍ରାଘାତ ଯୋଗୁ ବହୁ ଧନଜୀବନ ହାନୀ ଘଟୁଛି। ୧ ଏପ୍ରିଲ,୨୦୧୫ରୁ ବଜ୍ରପାତଜନିତ ଦୁର୍ଘଟଣାକୁ ପ୍ରାକୃତିକ ବିପର୍ଯ୍ୟୟଭାବେ...

ପରିତ୍ୟକ୍ତ କୂଅରୁ ଅଜଗର ଉଦ୍ଧାର

ଅମରପାଲି, ୧୯।୭ (ଡି.ଏନ.ଏ.)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ସୁବଳୟାରେ ନଦୀପାର୍ଶ୍ୱରେ ଥିବା ଏକ ପରିତ୍ୟକ୍ତ କୂଅରୁ ବନବିଭାଗ ଏକ ଅଜଗରକୁ ଉଦ୍ଧାର କରିଛି। ଅପରାହ୍ନ...

ବିଜେଡିକୁ କଳାପତାକା ଦେଖାଇ ବିରୋଧ: ଭାଜପା କର୍ମୀ ଅଟକ

ଦେବଗଡ଼,୨୪।୧(ଡି.ଏନ୍‌.ଏ.): ବିଜେଡିକୁ କଳାପତାକା ଦେଖାଇ ବିରୋଧ  ବେଳେ ଭାଜପା କର୍ମୀ ଅଟକ। ଏଭଳି ଘଟଣା ଘଟିଛି ଦେବଗଡ଼ ଜିଲା ଶାସନସାହି ଛକରେ । ବିଜେଡ ପ୍ରତିଷ୍ଠା...

ଦାଦନ୍‌ ଯାଇ ହାତ୍‌ ହରାଲେ ନାଗେସ

ବିନିକା,୧୭।୧୦(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗାଁର ନାଗେସ ସ୍ବାମୀ(୩୭)। ସେ ଝନେ ନିହାତି ଗରିବ୍‌ ଆର ପେସାରେ ପଥର ଫଟାଲି ଶ୍ରମିକ। କାମ୍‌ଧଁଦା...

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ...

ବିଦ୍ୟୁତ୍‌ ଆଘାତରେ ବୃଦ୍ଧା ମୃତ

ଛେଣ୍ଡିପଦା,୨୯।୯(ସ୍ବ.ପ୍ର)-ଛେଣ୍ଡିପଦା ବ୍ଲକ ମାଛକୁଟା ଗ୍ରାମରେ ରବିବାର ବିଦ୍ୟୁତ୍‌ ଆଘାତରେ ବିଦେଶୀ ନାଏକଙ୍କ ସ୍ତ୍ରୀ ଲିଳାବତୀ ନାଏକ(୬୦)ଙ୍କ ମୃତ୍ୟୁ ହୋଇଛି। ଲିଳାବତୀ ଅପରାହ୍ନରେ ଘରୁ ବାହରି ପଡିଶା...

ଭବାନୀପାଟଣା ବଜାରରେ ବେକାବୁ ହେଉଛି ପନିପରିବା ଦର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ବର୍ଷା ଓ ବନ୍ୟା ପରିବା ବଜାରରେ ନିଆଁ ଲଗାଇଲା ଭଳି ସ୍ଥିତି ସୃଷ୍ଟି କଲାଣି। ରାଜ୍ୟ ବାହାରୁ ଆମଦାନୀ ହେଉଥିବା ପନିପରିବା ଦର ଆକାଶଛୁଆଁ...

ମିଳିଲାନି ଚାରିକାନ୍ଧ ବାଇକ୍‌ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍‌, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ...

Advertisement
Archives

Model This Week