Advertisement
Posted inଜାତୀୟ

୭ ବିଧାନସଭା ଉପନିର୍ବାଚନ: ବାଜିମାରିଲା ଭାଜପା

ନୂଆଦିଲ୍ଲୀ,୬।୧୧: ଦେଶର ୬ ରାଜ୍ୟରେ ୭ଟି ବିଧାନସଭା ଆସନ ପାଇଁ ନଭେମ୍ବର ୩ରେ ହୋଇଥିବା ଅନୁଷ୍ଠିତ ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି ଚମତ୍କାର ପ୍ରଦର୍ଶନ କରିଛି। ରବିବାର ଫଳାଫଳରେ ଭାଜପା ଚାରିଟି ଆସନ ଜିତିଥିବାବେଳେ ଆରଜେଡି, ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ଏବଂ ଟିଆରଏସ ଗୋଟିଏ ଗୋଟିଏ ଆସନ ଜିତିବାରେ ସଫଳ ହୋଇଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ଧାମନଗର, ମହାରାଷ୍ଟ୍ରର ଅନ୍ଧେରି ପୂର୍ବ ଆସନ, ବିହାରର ମୋକମା ଏବଂ ଗୋପାଳଗଂଜରେ, ହରିୟାଣାର ଆଦମପୁର, ଉତ୍ତରପ୍ରଦେଶର ଗୋଲା ଗୋକର୍ଣ୍ଣନାଥ ଏବଂ ତେଲେଙ୍ଗାନାର ମୁନୁଗୋ ଆସନରେ ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଡୋଜ୍‌ ଟିକାକରଣ: ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୪।୬: କୋଭିଡ୍‌-୧୯ ଟିକା ପ୍ରଥମ ଡୋଜ୍‌ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇଥିବା ବେଳେ ଭାରତରେ...

ନାଗରିକତ୍ୱ ପାଇଁ ଦେବାକୁ ପଡ଼ିବ ଧର୍ମର ପ୍ରମାଣ

ନୂଆଦିଲ୍ଲୀ,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଅନ୍ତର୍ଗତ ଏବେ ପାକିସ୍ତାନ, ଆଫଗାନିସ୍ତାନ, ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତ୍ୱ ଲାଗି ଧର୍ମର ପ୍ରମାଣ ଦେବାକୁ ପଡ଼ିବ। ଏସବୁ...

ଓମିକ୍ରନ୍‌ର ଷ୍ଟିଲ୍‌ଥ ଭାରିଆଣ୍ଟ୍‌, ଭାରତ ଉପରେ କେତେ ବିପଦ ?…

ନୂଆଦିଲ୍ଲୀ, ୧୬।୩ : ତିନିବର୍ଷ ପରେ ମଧ୍ୟ କରୋନାର ଭୟ ମନରୁ ଯାଇନି। ଏବେ ପୁଣିଥରେ କରୋନା ଆତଙ୍କ ବଢ଼ିବାରେ ଆରମ୍ଭ ହୋଇଛି। ଓମିକ୍ରନ୍‌ର ନୂଆ...

ଚନ୍ନିଙ୍କ ପରେ ମୁଖ୍ୟମନ୍ତ୍ରୀ କିଏ

ନୂଆଦିଲ୍ଲୀ,୨୦।୯: ପଞ୍ଜାବରେ ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ ପକ୍ଷରୁ କିଏ ମୁଖ୍ୟମନ୍ତ୍ରୀ ହେବେ ଏବେଠୁ ଚର୍ଚ୍ଚା ଜୋର୍‌ ଧରିଲାଣି। ଏନେଇ କଂଗ୍ରେସର ଉତ୍ତର ମଧ୍ୟ ଆସିଛି।...

ଶ୍ରେଣୀଗୃହରେ ୧୮ ଘଣ୍ଟା ବନ୍ଦ ରହିଲେ ଛାତ୍ରୀ

ଲକ୍ଷ୍ନୌ,୨୨।୯: ଉତ୍ତର ପ୍ରଦେଶ ସମ୍ଭାଲର ଧନରିପତ୍ତି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀର ଜଣେ ଛାତ୍ରୀ ୧୮ ଘଣ୍ଟା କାଳ ଶ୍ରେଣୀଗୃହରେ ବନ୍ଦ ରହିଥିବା ଘଟଣା ସାମ୍ନାକୁ ଆସିଛି।...

ନିର୍ଭୟା ଦୋଷୀଙ୍କ ଫାଶୀ ଦଣ୍ଡାଦେଶ ମାମଲା: ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨।୨ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ...

ରାତିରେ ପାଟ୍ରୋଲିଂ କରୁଥିଲା ପୋଲିସ, ଅଚାନକ ଘଟିଲା ଏମିତି

ଲକ୍ଷ୍ନୌ,୨୪।୮: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁରରେ ଏବେ କୁମ୍ଭୀର ଆତଙ୍କ ଖେଳି ଯାଇଛି। ଅନେକଥର କୁମ୍ଭୀର ନଦୀରୁ ବାହାରି ଆସୁଥିବାବେଳେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି...

‘କୃଷକ ଦେଢ ବର୍ଷ ବସିଲେ ଆପଣ ୧୫ ମିନିଟରେ ବ୍ୟସ୍ତ ହୋଇପଡିଲେ’: ସିଦ୍ଧୁ

ଚଣ୍ଡିଗଡ଼,୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ ବାଟରେ ତାଙ୍କ ଗସ୍ତକୁ ବିରୋଧ କରାଯାଇଥିଲା । ଫଳରେ ପ୍ରଧାନମନ୍ତ୍ରୀଙ୍କ ଗାଡି ମଝି...

Advertisement
Archives

Model This Week