ଉପ ନିର୍ବାଚନ ତାତି: ଭାଜପା ନେତା ଓ କର୍ମୀଙ୍କ ବୈଠକକୁ ନେଇ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୨୧।୧୦: ନୂଆପଡ଼ା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି। ଶିକ୍ଷାନୁଷ୍ଠାନରେ ଭାଜପା ନେତା ଓ କର୍ମୀଙ୍କ ବୈଠକକୁ ନେଇ ଫେରାଦ ହୋଇଥିବା ସୂଚନା ମିଳିଛି। ଭାଜପା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରିବା ଅଭିଯୋଗ ହୋଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri