ଉପ ନିର୍ବାଚନ ତାତି: ଭାଜପା ନେତା ଓ କର୍ମୀଙ୍କ ବୈଠକକୁ ନେଇ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୨୧।୧୦: ନୂଆପଡ଼ା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି। ଶିକ୍ଷାନୁଷ୍ଠାନରେ ଭାଜପା ନେତା ଓ କର୍ମୀଙ୍କ ବୈଠକକୁ ନେଇ ଫେରାଦ ହୋଇଥିବା ସୂଚନା ମିଳିଛି। ଭାଜପା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରିବା ଅଭିଯୋଗ ହୋଇଛି।

 

Dharitri – Odisha’s No.1 Odia Daily