Posted inଜାତୀୟ

ପୁରୁଣା ଆସନରୁ ଲଢିବେ ମମତା

କୋଲକାତା,୪।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗଡ ଭବାନୀପୁର ନିର୍ବାଚନ ମଣ୍ଡଳି ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ। ଏନେଇ ନିର୍ବାଚନ ଆୟୋଗ ଶନିବାର ବିଜ୍ଞପ୍ତି ଜାରି କରିଛନ୍ତି । ଏହି ଆସନରେ ସେପ୍ଟେମ୍ବର ୩୦ରେ ଉପ ନିର୍ବାଚନ ହେବ।

ନିର୍ବାଚନ ଆୟୋଗଙ୍କ ସୂଚନା ମୁତାବକ, ଅକ୍ଟୋବର ୩ ତାରିଖରେ ଭୋଟ ଗଣତି କରାଯିବ। ସେହିପରି ସେପ୍ଟେମ୍ବର ୩୦ରେ ପଶ୍ଚିମବଙ୍ଗର ସମସେରଗଞ୍ଜ, ଜଙ୍ଗୀପୁର ଓ ଓଡ଼ିଶାର ପିପିଲି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବାର ଅଛି।

ଅନ୍ୟପକ୍ଷେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ଅନ୍ୟ ୩୧ଟି ବିଧାନ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ସ୍ଥଗିତ ରଖିଛନ୍ତି।

ସୂଚନା ଯୋଗ୍ୟ, ୨୦୨୧ ପଞ୍ଚିମବଙ୍ଗ ବିଧାନ ସଭା ନିର୍ବାଚନରେ ମମତା ଭବାନୀପୁର ଆଶନ ଛାଡି ନନ୍ଦିଗ୍ରାମରେ ନିର୍ବାଚନ ଲଢିଥିଲେ। ହେଲେ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀ ନନ୍ଦିଗ୍ରାମ ଆସନରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri