ଶେଷ ହେଲା ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ୧୫ ଜଣଙ୍କ ଭାଗ୍ୟ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ ନିର୍ବାଚନ ମଣ୍ଡଳୀରେ ୭୦ ପ୍ରତିଶତ ମତଦାନ ହୋଇଛି। ବାଲେଶ୍ୱରରେ ସନ୍ଧ୍ୟା ୬ଟା ସୁଦ୍ଧା ୭୧ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୯୯ ପ୍ରତିଶତ ହୋଇଛି। ଭୋଟଗ୍ରହଣ ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ଯାଏ ଚାଲିଥିଲା। ଭୋଟଗ୍ରହଣ ଶାନ୍ତିଶୃ୍‌ଙ୍ଖଳାର ସହ ଶେଷ ହୋଇଛି। କୌଣସି ଗଣ୍ଡୋଗୋଳ ହୋଇ ନ ଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri