Posted inଜାତୀୟ

ଗୋପାଳଗଞ୍ଜ, ଆଦମପୁର, ଗୋକର୍ନନାଥ ଆସନରେ ଭାଜପା ବିଜୟୀ

ନୂଆଦିଲ୍ଲୀ,୬ ।୧୧: ହରିୟାଣାର ଆଦମପୁରରେ ହୋଇଥିବା ଉପ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥି ଭବ୍ୟ ବିଶ୍ନୋଇ ବିଜୟୀ ହୋଇଛନ୍ତି । ତାଙ୍କ ପିତା କୁଲଦିପ ବିଶ୍ନୋଇ କହିଛନ୍ତି ଏହା ମନୋହର ଲାଲ ଖଟ୍ଟର ଜିଙ୍କ ନୀତିର ବିଜୟ ।
ବିହାରର ଗୋପାଳଗଞ୍ଜରେ ହୋଇଥିବା ଉପ ନିର୍ବାଚନରେ ଭାଜପା ପ୍ରାର୍ଥି କୁସୁମ ଦେବୀ ବିଜୟୀ ହୋଇଛନ୍ତି । ଏହି ଖୁସିରେ ଭାଜପା କର୍ମୀମାନେ ସେଠାରେ ବିଜୟ ଉତ୍ସବ ପାଳନ କରିଛନ୍ତି । କୁସୁମ ଦେବୀ କହିଛନ୍ତି, ସମ୍ପୂର୍ଣ୍ଣ ଗୋପାଳଗଞ୍ଜ ଜିଲା ମୋ ସହ ରହିଛି । ସମସ୍ତଙ୍କ ବିଜୟ ହିଁ ମୋର ବିଜୟ । ଯେଉଁ ସବୁ ବିକାଶ କାର୍ଯ୍ୟ ଏଠାରେ ହୋଇନାହିଁ ତାହା ମୁଁ କରିବି ବୋଲି ସେ କହିଛନ୍ତି ।
ସେହିପରି ଗୋକର୍ନନାଥ ବିଧାନସଭା ଆସନରୁ ବି ଭାଜପା ପ୍ରାର୍ଥି ବିଜୟୀ ହୋଇଛନ୍ତି । ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁଭେଚ୍ଛା ଜଣାଇଛନ୍ତି । ସେ ସମସ୍ତ କର୍ମୀ ଓ ମତଦାତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, ଏହି ବିଜୟ ଡବଲ ଇଞ୍ଜିନର ଭାଜପା ସରକାରଙ୍କ ଲୋକ କଲ୍ୟାଣକାରୀ ନୀତି ପ୍ରତି ଅତୁଟ ଜନ ବିଶ୍ୱାସର ପ୍ରତିକ ।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?