ଉପ ନିର୍ବଚନ: କଂଗ୍ରେସରେ ମିଶିଗଲେ ବିଜେଡି ଭାଜପା କର୍ମୀ

ନୂଆପଡ଼ା,୨ା୧୧ (ମକାରୁ ବେମାଲ): ନୂଆପଡ଼ା ବ୍ଲକ ଟାନୱଟ ପଞ୍ଚାୟତ ଝିଲମାଲ ଗାଁ ଓ ବିରୋମାଲ ପଞ୍ଚାୟତ ଦାର୍ଲି ନୂଆପଡା ଗାଁଠାରେ କଂଗ୍ରେସର ନିର୍ବାଚନୀ ସଭା ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ନୂଆପଡା ଜିଲା ମିଡ଼ିଆ ସେଲ ସଂଯୋଜକ ସୁଧୀର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ରୂପେ ଓଡିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ, କୋରାପୁଟ ବିଧାୟକ ରାମଚନ୍ଦ୍ର କଡାମ, ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ଦେବାଶିଷ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ ଯୁବ ସମ୍ପାଦକ ହରିଶ ରାଉତ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଜେଡି ଓ ଭାଜପାର ଶତାଧିକ କର୍ମୀ କଂଗ୍ରେସରେ ସାମିଲ ହୋଇଥିଲେ। ସେହିପରି ବୀରୋମାଲ ପଞ୍ଚାୟତ ଦର୍ଲି ନୂଆପଡା ଗାଁର ବହୁ ମହିଳାପୁରୁଷ ଦଳରେ ଯୋଗଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri