ଉପ ନିର୍ବଚନ: କଂଗ୍ରେସରେ ମିଶିଗଲେ ବିଜେଡି ଭାଜପା କର୍ମୀ

ନୂଆପଡ଼ା,୨ା୧୧ (ମକାରୁ ବେମାଲ): ନୂଆପଡ଼ା ବ୍ଲକ ଟାନୱଟ ପଞ୍ଚାୟତ ଝିଲମାଲ ଗାଁ ଓ ବିରୋମାଲ ପଞ୍ଚାୟତ ଦାର୍ଲି ନୂଆପଡା ଗାଁଠାରେ କଂଗ୍ରେସର ନିର୍ବାଚନୀ ସଭା ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ନୂଆପଡା ଜିଲା ମିଡ଼ିଆ ସେଲ ସଂଯୋଜକ ସୁଧୀର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ରୂପେ ଓଡିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ, କୋରାପୁଟ ବିଧାୟକ ରାମଚନ୍ଦ୍ର କଡାମ, ପ୍ରଦେଶ କଂଗ୍ରେସ କମିଟି ଉପସଭାପତି ଦେବାଶିଷ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ ଯୁବ ସମ୍ପାଦକ ହରିଶ ରାଉତ ପ୍ରମୁଖ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଜେଡି ଓ ଭାଜପାର ଶତାଧିକ କର୍ମୀ କଂଗ୍ରେସରେ ସାମିଲ ହୋଇଥିଲେ। ସେହିପରି ବୀରୋମାଲ ପଞ୍ଚାୟତ ଦର୍ଲି ନୂଆପଡା ଗାଁର ବହୁ ମହିଳାପୁରୁଷ ଦଳରେ ଯୋଗଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri