Posted inଜାତୀୟ

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ। ଏଥିରେ ଶୁଭେନ୍ଦୁ ଅଧିକାରୀ ଛାଡ଼ିଥିବା ନନ୍ଦୀଗ୍ରାମ ଆସନ ମଧ୍ୟ ସାମିଲ ରହିଛି।

୨୦୨୧ରେ ନନ୍ଦୀଗ୍ରାମ ଆସନରୁ ମମତା ବାନାର୍ଜୀଙ୍କୁ ଶୁଭେନ୍ଦୁ ଅଧିକାରୀଙ୍କ ହାତରେ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। ସେହିପରି ୨୦୨୬ ନିର୍ବାଚନରେ ଶୁଭେନ୍ଦୁ ଅଧିକାରୀ ଭବାନୀପୁର ଓ ନନ୍ଦୀଗ୍ରାମଏହି ଦୁଇଟି ଆସନରୁ ନିର୍ବାଚନନ ଲଢ଼ିଥିଲେ। ଉଭୟ ଆସନରେ ସେ ବିଜୟୀ ହୋଇଥିଲେ।

ତେବେ ନିର୍ବାଚନରେ ବିଜୟ ପରେ ଶୁଭେନ୍ଦୁ ଅଧିକାରୀ ତାଙ୍କ ପାରମ୍ପରିକ ନନ୍ଦୀଗ୍ରାମ ଆସନ ଛାଡ଼ି ଦେଇଥିଲେ। ଏବେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଥିବାରୁ ପୁଣିଥରେ ମମତା ବାନାର୍ଜୀ ନନ୍ଦୀଗ୍ରାମରୁ ନିର୍ବାଚନ ମଇଦାନକୁ ଓହ୍ଲାଇବେ କି ନାହିଁ, ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri