Advertisement
Posted inଜାତୀୟ

୬ ରାଜ୍ୟର ୭ ବିଧାନସଭା ଆସନରେ ଉପ-ନିର୍ବାଚନ…

ନୂଆଦିଲ୍ଲୀ,୩।୧୧: ଦେଶର ୬ ଟି ରାଜ୍ୟରେ ୭ ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ଭାରତୀୟ ଜନତା ପାର୍ଟି ଏବଂ ଆଞ୍ଚଳିକ ଦଳ ମଧ୍ୟରେ। ନଭେମ୍ବର ୬ ରେ ଭୋଟ ଗଣନା କରାଯିବ।

ବିହାରର ମୋକାମା ଏବଂ ଗୋପାଳଗଞ୍ଜ, ହରିୟାଣାର ଆଦମପୁର, ତେଲେଙ୍ଗାନାର ମନୁଗୋଡା, ଉତ୍ତରପ୍ରଦେଶର ଗୋଲା ଗୋକୁର୍ନନାଥ, ଓଡିଶାର ଧାମନଗର ଏବଂ ମହାରାଷ୍ଟ୍ରର ଅନ୍ଧେରୀ ଇଷ୍ଟ ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ମତଦାନ କେନ୍ଦ୍ରରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ଲିଭାଇବା ସହିତ ବୁଲା ପ୍ରାଣୀଙ୍କୁ ଘଉଡ଼ାଇବ ଡ୍ରୋନ୍‌…

କାନପୁର,୭।୧୧: ଡ୍ରୋନ ଏବଂ ଅନ୍ୟାନ୍ୟ ମାନବବିହୀନ ବିମାନ (ୟୁଏଭି) ଏବେ କେବଳ ସର୍ଭେଲାନ୍ସ ଏବଂ ଗୁପ୍ତଚରୀ ପାଇଁ ବ୍ୟବହୃତ ହେଉ ନାହିଁ, ବରଂ ଏହା ସମାଜର...

ସିରମ୍‌ ଇନଷ୍ଟିଚ୍ୟୁଟ୍‌ ସିଇଓଙ୍କୁ ‘ଏସିଆନ୍‌ ଅଫ୍‌ ଦି ଇୟର’ ସମ୍ମାନ

ନୂଆଦିଲ୍ଲୀ,୫।୧୨: ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଆଦର ପୁନାଓ୍ବାଲାଙ୍କୁ ‘ଏସିଆନ୍‌ ଅଫ୍‌ ଦି ଇୟର’ ସମ୍ମାନ ପାଇଁ ମନୋନୀତ କରାଯାଇଛି। ସିଙ୍ଗାପୁରର ଦୈନିକ ଖବର...

ଶ୍ରୀଲଙ୍କାଙ୍କୁ ୪୪ହଜାର ମେଟ୍ରିକ୍‌ ଟନ୍‌ ୟୁରିଆ ପଠାଇଲା ଭାରତ

ନୂଆଦିଲ୍ଲୀ,୧୨।୭: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ ଜାରି ରହିଛି। ଆର୍ଥିକ ସଙ୍କଟ ଯୋଗୁ ଦରଦାମ୍‌ ବୃଦ୍ଧି ପାଇବା ସହ ଘୋର ଅଭାବର ଶୀକାର ହେଉଛନ୍ତି...

କରୋନା ମୃତ୍ୟୁର ଅନୁକମ୍ପା ରାଶିକୁ ନେଇ କେନ୍ଦ୍ର କିଛି କରିବା ପୂର୍ବରୁ ତୃତୀୟ ଲହର ବି ସରିଯାଇଥିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ ।୯: କରୋନା ମହାମାରୀରେ ଯେଉଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ନେଇ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି...

ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ କରୋନା

ଲକ୍ଷ୍ନୌ,୧୪।୯-ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ମଙ୍ଗଳବାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ ପିଜିଆଇ ଲକ୍ଷ୍ନୌରେ...

ମେଡିକାଲ ଛାତ୍ରୀ ଏବେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ

ଚଣ୍ଡିଗଡ଼,୭ ।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଗୁରୁବାର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି । ଏବେ ସମସ୍ତଙ୍କ ମନରେ ବଡ ଉତ୍ସାହ ଜାଣିବା ପାଇଁ...

ତାଣ୍ଡବ ମେକର୍ସ, ସୈଫ ଅଲି ଖାନଙ୍କ ବିରୋଧରେ ମାମଲା ରୁଜ୍ଜୁ

ଲକ୍ଷ୍ନୌ,୧୮।୧: ବିବାଦରେ ଘେରି ହୋଇଯାଇଛି ନିକଟରେ ରିଲିଜ ହୋଇଥିବା ଆମାଜନ ପ୍ରାଇମ୍‌ର ନୂଆ ଓ୍ବେବ ସିରିଜ୍‌ ‘ତାଣ୍ଡବ’। ଏହାର ମେକର୍ସ ଓ ଓଟିଟି ପ୍ଲାଟଫର୍ମ ବିରୋଧରେ...

ଏଏପି ବିଧାୟକ ଦଳ ନେତା ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ୬୨ ନବନିର୍ବାଚିତ ବିଧାୟକଦଳର ନେତା ଭାବେ ଅରବିନ୍ଦ କେଜରିଓ୍ବାଲଙ୍କୁ ନିର୍ବାଚିତ କରାଯାଇଛି। ବୁଧବାର କେଜରିଓ୍ବାଲଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିବା ବୈଠକରେ...

Advertisement
Archives

Model This Week