ଉପନିର୍ବାଚନରେ ଗାଡ଼ି ନିୟୋଜିତ କଲେନି: ୧୪ ଗାଡ଼ି ମାଲିକଙ୍କୁ ନୋଟିସ

ଭଦ୍ରକ ଅଫିସ,୨୯।୧୦: ଧାମନଗର ଉପନିର୍ବାଚନ ପାଇଁ ଗାଡ଼ି ନିୟୋଜିତ ନ କରିବାରୁ ୧୪ ଗାଡ଼ି ମାଲିକଙ୍କୁ କାରଣଦର୍ଶାଅ ନୋଟିସ ଜାରି ହୋଇଛି। ସନ୍ତୋଷଜନକ ଉତ୍ତର ନ ମିଳିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଭଦ୍ରକ ଆଞ୍ଚଳିକ ପରିବହନ ବିଭାଗ ତରଫରୁ ଏମିତି ନୋଟିସ ଜାରି କରାଯାଇଛି।
ସୂଚନାଯୋଗ୍ୟ, ଧାମନଗର ଉପନିର୍ବାଚନ ସୁପରିଚାଳନା ପାଇଁ ଆଞ୍ଚଳିକ ପରିବହନ ବିଭାଗ ତରଫରୁ ଗାଡ଼ିଗୁଡ଼ିକୁ ନିୟୋଜିତ ପାଇଁ ନିର୍ଦ୍ଦେଶ ଥିଲା। କିନ୍ତୁ ୧୪ଟି ଗାଡ଼ି ନିର୍ଦ୍ଧାରିତ ସମୟରେ ସହଯୋଗ କରି ନ ଥିଲେ। ୧୪ଟି ଗାଡ଼ିର ଅସହଯୋଗ ପରେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ୧୪ ଗାଡ଼ି ମାଲିକଙ୍କୁ ଅସହଯୋଗ ପାଇଁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସନ୍ତୋଷଜନକ ଉତ୍ତର ନ ମିଳିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଞ୍ଚଳିକ ପରିବହନ ବିଭାଗ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri