ଫେବୃୟାରୀ ଯାଏ ୬୦% କ୍ଷମତାରେ ବିମାନ ସେବା

ନୂଆଦିଲ୍ଲୀ: ଆସନ୍ତା ଫେବୃୟାରୀ ମାସ ଯାଏ ଦେଶ ମଧ୍ୟରେ ବିମାନ ସେବା ୬୦% କ୍ଷମତାରେ ଚାଲିବ। କରୋନାକୁ ନଜରରେ ରଖି ୬୦%ସୀମା ମଧ୍ୟରେ ସେବା ଯୋଗାଇଦେବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଫେବୃୟାରୀ ପରେ ଅଧିକ ବିମାନ ଚଳାଚଳ ନେଇ ସରକାର ନିଷ୍ପତ୍ତି ନେବା ଦିଗରେ ଚିନ୍ତା କରିବେ। ପୂର୍ବରୁ ଏହି ନିୟମ ନଭେମ୍ବର ଶେଷ ଯାଏ ରହିଥିଲା। ଯାହକୁ ପୁଣି ଥରେ ୩ ମାସ ବଢାଯାଇଛି। ସେହିଭଳି ବିମାନ ଭଡା ଉପରେ ଲାଗୁ ହେଉଥିବା ସୀମା ମଧ୍ୟ ଫେବୃୟାରୀ ଯାଏ କାର୍ଯ୍ୟକାରୀ ହେବ। ଏ ସଂକ୍ରାନ୍ତରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଲକ୍‌ଡାଉନ ଯୋଗୁ ଚଳିତ ବର୍ଷ ମାର୍ଚ୍ଚ ଶେଷରୁ ଘରୋଇ ବିମାନ ସେବା ୨ ମାସ ବାତିଲ ରହିଥିଲା। ଏହା ମେ ମାସ ୨୫ଠାରୁ ପୁଣି ଥରେ ଉପଲବ୍ଧ ହେଉଛି। ୨୫ ମେରେ ୩୦ ହଜାର ଲୋକ ବିମାନରେ ଯାତ୍ରା କରିଥିବା ବେଳେ ଏହା ୨ ନଭେମ୍ବର ସୁଦ୍ଧା ୨ ଲକ୍ଷକୁ ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ପାକିସ୍ତାନକୁ ହରାଇ ଫାଇନାଲରେ ପହଞ୍ଚିଲା ଭାରତ

କାକାମିଗାହାରା,୫ା୬: ଭାରତ ୧୮ ବର୍ଷରୁ କମ୍‌ ଏସିଆକପ୍‌ ହକିର ଏକ ହାଇ ଭୋଲ୍‌ଟେଜ୍‌ ସେମିଫାଇନାଲରେ ୫-୩ ଗୋଲ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏଥିରେ ଆଶିଷ ପୂର୍ତ୍ତି ବ୍ୟକ୍ତିଗତ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ନୀରଜଙ୍କୁ ଅତିକ୍ରମ କରି ସୁପର ଷ୍ଟାର ଭାବେ ଉଭା ହେଲେ ଏହି ଖେଳାଳି, ଜାଣନ୍ତୁ…

ରୋମ୍‌,୫ା୬: ଶ୍ରୀଲଙ୍କାର ରୁମେଶ ଥରାଙ୍ଗା ପାଥିରେଜ ଏସିଆର ପରବର୍ତ୍ତୀ ଜାଭେଲିନ ସୁପର ଷ୍ଟାର ଭାବେ ଉଭା ହୋଇଛନ୍ତି। ଏଥିପାଇଁ ନୀରଜ ଚୋପ୍ରା ଓ ଅର୍ଶାଦ ନଦିମଙ୍କୁ ଚଳିତ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri