ଜୁନ୍‌ ୨୦୨୩ ସୁଦ୍ଧା ଶେଷ ହେବ ଲୋୟର ସୁକତେଲ ସ୍ପିଲ୍‌ ୱେ କାର୍ଯ୍ୟ

ଭୁବନେଶ୍ବର,୭ା୧୦(ବ୍ୟୁରୋ): ଜୁନ୍‌ ୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପର ସ୍ପିଲ୍‌ ୱେ କାର୍ଯ୍ୟ ଶେଷ ହେବ। ୨୦୨୧ରେ ଏହି ପ୍ରକଳ୍ପ ଅଧୀନରେ ୧୫,୦୦୦ ହେକ୍ଟର ଓ ୨୦୨୨ରେ ୧୭,୦୦୦ ହେକ୍ଟର ସେଚାଞ୍ଚଳକୁ ଅତିରିକ୍ତ ଜଳସେଚନ ସୁବିଧା କରାଯାଇଥିବା ବେଳେ ଆଗାମୀ ଖରିଫ-୨୦୨୩ ସୁଦ୍ଧା ଆଉ ୮୦୦୦ ହେକ୍ଟର ଜମିକୁ ଜଳସେଚନ ପାଇଁ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଲୋଚନା କରାଯାଇଛି। ସେହିଭଳି ବୈଠକରେ ବଲାଙ୍ଗୀର ଜିଲାର ଲୋୟର ସୁକତେଲ, ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ଓ ବାଙ୍କତିରା ଜଳସେଚନ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଜିଲାର ସୋନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri