Advertisement

ଧାମନଗରରେ ଉପନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ

ଭଦ୍ରକ ଅଫିସ,୩।୧୧: ଧାମନଗରରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ୫୨.୧୩ ପ୍ରତିଶତ ମତଦାନ ହୋଇଛି।
ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୨ ପୋଲିଂ ପାର୍ଟି, ୧ ହଜାର ୮ ଜଣ ପୋଲିଂ କର୍ମଚାରୀଙ୍କ ଉପସ୍ଥିତିରେ ୨୫୨ଟି ବୁଥ୍‌ରେ ଚାଲିଛି ଭୋଟଦାନ ପ୍ରକ୍ରିୟା । ଏଥିରେ ୫ଟି ପିଙ୍କ ବୁଥ୍‌ ଥିବା ବେଳେ ୨୦ଟି ଆଦର୍ଶ ବୁଥ୍‌ ରହିଛି । ତେବେ ନିର୍ବାଚନର ଫଳାଫଳ ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରିଗୁଡ଼ା: ଚୁଆପାଣିରେ ଯେଉଁଠି ଜୀବନ ବଞ୍ଚେ

କୋରାପୁଟ, ୨।୨(ସ୍ବ.ପ୍ର.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗା ପଞ୍ଚାୟତର ଶୁକ୍ରିଗୁଡା ଗ୍ରାମର ଗାଦବା ସାହି ଲୋକେ ପାନୀୟ ଜଳ ପାଇଁ ନାହିଁ ନ ଥିବା ଅବସ୍ଥା...

ଫେଲ୍‌ ମାରିଛି ଜାଗା ମିଶନ: ପଟ୍ଟା ବଦଳରେ ପଲିଥିନ

ଜଳେଶ୍ୱର, ୧୯।୧(ଡି.ଏନ.ଏ.) – ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକରେ ମୋଟ ଜନସଂଖ୍ୟାର ପ୍ରାୟ ୪୨ଭାଗ ଲୋକ ଅନୁସୂଚିତ ଜନଜାତି, ଜାତିର ହୋଇଥିବା ବେଳେ ବହୁ ପରିବାର...

ମାଲକାନଗିରିରେ ବନ୍ୟା ପରିସ୍ଥିତି: ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଏସଆରସି

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ./ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ସ୍ବତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ବନ୍ୟା କ୍ଷୟକ୍ଷତିର...

ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ

ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି...

ନବବଧୂଙ୍କ ହତ୍ୟା ଅଭିଯୋଗ: ଶାଶୁ ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ କଳିଙ୍ଗବିହାରରୁ ଦୀପାବଳିରେ ଜଣେ ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ବୁଧବାର ତାଙ୍କ ଶାଶୁଙ୍କୁ ଗିରଫ କରାଯାଇଛି। ମାତ୍ର...

ଘୁଞ୍ଚିଲା ପିଜି ମେରିଟ୍‌ଲିଷ୍ଟ ତାଲିକା ପ୍ରକାଶ ତାରିଖ

ବ୍ରହ୍ମପୁର ଅଫିସ,୧ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷ ସ୍ନାତକୋତ୍ତର ବିଭାଗଗୁଡିକର ନାମଲେଖା ପ୍ରକ୍ରିୟା ଆରମ୍ଭକୁ ନେଇ ଏବେ ପୁଣି ସମସ୍ୟା ଦେଖାଦେଇଛି ା ଏନ୍‌ଆଇସିର ଅପଲୋଡିଂରେ ବିଳମ୍ବ...

ପ୍ରାଥମିକ ଶିକ୍ଷକଙ୍କ ନାମରେ ୨ଟି ଦୁଇ ମହଲା କୋଠା, ମାର୍କେଟ କମ୍ପ୍ଲେକ୍ସ

ଅମରପାଲି,୩।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଜଣେ ଶିକ୍ଷକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ସେ ହେଲେ ସେ ବୀରମହାରାଜପୁର ବ୍ଳକ ପଥରଘାଟ ୟୁପି ସ୍କୁଲରେ...

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଥାନାଧିକାରୀ

ଗଞ୍ଜାମ,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଥାନାଧିକାରୀ ଭାବେ ବୁଧବାର ସୁଦୀପ୍ତ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଗଞ୍ଜାମ ଥାନାଧିକାରୀ ଭାବେ ଦାୟିତ୍ୱରେ ଥିବା ପି. ସ୍ବରୁପ କିଶାନ...

Advertisement
Archives

Model This Week