Posted inଜାତୀୟ

QR Code ସ୍କାନ କରି ନମୋ ଭାରତ ଟ୍ରେନର ଟିକେଟ ନେଲେ ମୋଦି

ନୂଆଦିଲ୍ଲୀ,୫।୧: କମ ସମୟ ମଧ୍ୟରେ ଯାତ୍ରା କରିବାକୁ ଦିଲ୍ଲୀରୁ ମେରୁଟ ଯାଉଥିବା ଯାତ୍ରୀଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏହାକୁ ଆରମ୍ଭ କରିଛନ୍ତି। ମୋଦି ସାଧାରଣ ଯାତ୍ରୀଙ୍କ ପରି ସାହିବାବାଦ ଆରଆରଟିଏସ ଷ୍ଟେଶନରେ ପହଞ୍ଚି ଟିକେଟ ୱିଣ୍ଡୋକୁ ଯାଇ QR କୋଡ ସ୍କାନ କରି ପେମେଣ୍ଟ କରିଥିଲେ। ଏହା ପରେ ଟିକେଟ ନେବା ପରେ ନମୋ ଭାରତ ଟ୍ରେନରେ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେଶନ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ।

ସୂଚନାଯୋଗ୍ୟ, ରବିବାରଠାରୁ ନାମୋ ଭରତ ଟ୍ରେନ ଦିଲ୍ଲୀରୁ ମେରୁଟରେ ପହଞ୍ଚିବା ପାଇଁ ସ୍ବଳ୍ପ ଟଙ୍କା ଏବଂ କମ ସମୟ ମଧ୍ୟରେ ଥିବା ସ୍ବପ୍ନକୁ ପୂରଣ କରିଛି। ସାହିବାବାଦ ଆରଆରଟିଏସ ଷ୍ଟେଶନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେଶନ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍କୁଲ ପିଲାମାନଙ୍କୁ ଭେଟିଥିଲେ। ଏହା ପରେ ସାହିବାବାଦ ଆରଆରଟିଏସ୍‌ ଷ୍ଟେଶନରୁ ନ୍ୟୁ ଅଶୋକ ନଗର ଆରଆରଟିସ୍‌ ଷ୍ଟେଶନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri