ପଦ୍ମପୁର ଉପନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ଆଗରେ ଅଛନ୍ତି ବର୍ଷା

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୯ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ପ୍ରଦୀପ ପୁରୋହିତଙ୍କଠାରୁ ୧୭୪୪୫ ଭୋଟ୍‌ରେ ଆଗୁଆ ଅଛନ୍ତି। ଏପର୍ଯ୍ୟନ୍ତ ବିଜେଡି ପ୍ରାର୍ଥିନୀ ବର୍ଷାଙ୍କୁ ୪୮ହଜାର ୫୮୮ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ଭାଜପାର ପ୍ରଦୀପଙ୍କ ସପକ୍ଷରେ ୩୧ହଜାର ୧୪୩ ଖଣ୍ଡ ଭୋଟ୍‌ ଯାଇଛି। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ୯ମ ରାଉଣ୍ଡ ସୁଦ୍ଧା ମାତ୍ର ୧୭୯୬ ଖଣ୍ଡ ଭୋଟ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

ଓଡ଼ିଶା ପାଇଁ ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୮।୩: ଓଡ଼ିଶା ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ୧୮ ଟି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜୁ ଜନତା ଦଳ(ବିଜେଡି)...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri