ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୫,୧୩୧, ଭୋଟ ମିଳିଥିବା ବେଳେ ଭାଜପାକୁ ୯୫୦୫ ଓ କଂଗ୍ରେସ ୧୯୩୫ଟି ଭୋଟ ପାଇଛି। ତେବେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡରେ ମଧ୍ୟ ବିଜେଡି ଆଗରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି...

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri