ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୫,୧୩୧, ଭୋଟ ମିଳିଥିବା ବେଳେ ଭାଜପାକୁ ୯୫୦୫ ଓ କଂଗ୍ରେସ ୧୯୩୫ଟି ଭୋଟ ପାଇଛି। ତେବେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡରେ ମଧ୍ୟ ବିଜେଡି ଆଗରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ହୋଇପାରେ ଲକ୍‌ଡାଉନ୍‌: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨।୨(ବ୍ୟୁରୋ): ଦେଶର କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବା ପରେ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ...

ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ...

ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ

ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବୁଧବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ...

ଏନ୍‌ସିଆର୍‌ବି ରିପୋର୍ଟ ପ୍ରକାଶ: ଜେଲ ବିଭାଗରେ ୬୦୮ ପଦବୀ ଖାଲି

ଭୁବନେଶ୍ୱର,୩୦। ୮(ବ୍ୟୁରୋ): ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ପକ୍ଷରୁ କାରାଗାର ପରିସଂଖ୍ୟାନ ରିପୋର୍ଟ-୨୦୧୯ ଶନିବାର ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ରାଜ୍ୟ ଜେଲ...

ଚନ୍ଦନ ପୂର୍ଣ୍ଣିମା, ସାବିତ୍ରୀ ଅମାବାସ୍ୟାରେ ସ୍କୁଲ ଛୁଟି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଆସନ୍ତା ୧୬ ଏବଂ ୩୦ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ୧୬ରେ ଚନ୍ଦନ ପୂର୍ଣ୍ଣିମା ଏବଂ ୩୦ରେ ସାବିତ୍ରୀ ପଡୁଥିବାରୁ ଚଳିତବର୍ଷ...

ଗଞ୍ଜାମ ଜିଲାରେ ୯୯ ବିଦେଶ ଫେରନ୍ତା

ଛତ୍ରପୁର,୨୧ା୩(ଡି.ଏନ.ଏ) କରୋନା ସଂକ୍ରମଣ ରୋକିବାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ସୁଦ୍ଧା ଜିଲାକୁ ଚାଇନା ଓ କୋରୋନା ପ୍ରଭାବିତ...

Advertisement
Archives

Model This Week