ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୧,୪୦୪, ଭୋଟ ମିଳିଥିବା ବେଳେ ଭାଜପାକୁ ୬୯୫୯ ଓ କଂଗ୍ରେସ ୧୬୭୭ଟି ଭୋଟ ପାଇଛି। ତେବେ ପ୍ରଥମ ଓ ଦ୍ୱିତୀୟ ରାଉଣ୍ଡରେ ମଧ୍ୟ ବିଜେଡି ଆଗରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ଧର୍ମଘଟକୁ ସ୍ଥଗିତ ରଖିଛି ୟୁଏଫ୍‌ବିୟୁ। ଗତକାଲି ଭାରତୀୟ ବ୍ୟାଙ୍କ ସଂଘ ସହ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?