ଦ୍ୱିତୀୟ ଦିନର ଗଣତି ସୁଦ୍ଧା ୫୦୦ ପାର୍‌ କଲାଣି ବିଜେଡି

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ଦିନ ଭୋଟ୍‌ ଗଣତି। ତେବେ ଗତକାଲିର ଗଣତି ମଧ୍ୟ ଆଜି ଅପରାହ୍ନ ୧ଟା ସୁଦ୍ଧା ସରିନାହିଁ। ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍‌ରେ ଭୋଟ ଗଣତି ଆରମ୍ଭ କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୩୦୦ଟିର ଫଳାଫଳ ଆସିଛି। ଆହୁରି ୧୫ଟିର ଫଳାଫଳ ହସ୍ତଗତ ହୋଇନାହିଁ।

ଏହି ୩୦୦ଟି ମଧ୍ୟରୁ ବିଜେଡି ୨୬୮ଟିରେ ବିଜୟୀ ହୋଇଥିବା ବେଳେ ଭାଜପା ଏବଂ କଂଗ୍ରେସ ୧୪ଟି ଲେଖାଏ ଆସନରେ ବିଜୟୀ ହୋଇଛନ୍ତି। ଦୁଇଟି ସ୍ଥାନରେ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ଅନ୍ୟାନ୍ୟ ଦଳକୁ ମିଳିଛି ଆଉ ୨ଟି ଆସନ।

ଅନ୍ୟପକ୍ଷରେ ବର୍ତ୍ତମାନ ସୁଦ୍ଧା ୬୦୦ଟି ଆସନରେ ଗଣତି ଚାଲିଥିବାବେଳେ ବିଜେଡି ୫୨୧ଟିରେ ଆଗୁଆ/ବିଜୟୀ ରହିଛି। କିନ୍ତୁ ଭାଜପା ୪୩ ଏବଂ କଂଗ୍ରେସ ୩୦ଟି ଆସନରେ ଆଗୁଆ/ବିଜୟୀ ଅଛନ୍ତି। ଅନ୍ୟାନ୍ୟ ପ୍ରାର୍ଥୀ ୬ଟିରେ ଆଗୁଆ/ବିଜୟୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri