ସମିତି ସଭ୍ୟ ଉପନିର୍ବାଚନ: ବାଜି ମାରିଲା ଭାଜପା

ଚାନ୍ଦବାଲି,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମାଧପୁର ପଞ୍ଚାୟତରେ ସମିତି ସଭ୍ୟ ଉପନିର୍ବାଚନର ଅଙ୍କକଷା ଶେଷ ହୋଇଛି। ଭାଜପା ସମର୍ଥିତ ସମିତି ସଭ୍ୟ ଭାବେ ସବିତା ବିଶ୍ୱାଳ ୧୦୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମାଧପୁର ପଞ୍ଚାୟତର ବିଜେଡି ସମର୍ଥିତ ସମିତି ମେମ୍ବର ପ୍ରାର୍ଥିନୀ ବର୍ଷାରାଣୀ ମହାକୁଡ଼ଙ୍କ ସପକ୍ଷରେ ୧୩୬୨ ଖଣ୍ଡ ଭୋଟ ଯାଇଥିବା ବେଳେ ଭାଜପା ସମର୍ଥିତ ପ୍ରାର୍ଥିନୀ ସବିତା ବିଶ୍ୱାଳ ୧୪୬୨ ଖଣ୍ଡ ଭୋଟ ପାଇ ୧୦୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। କଂଗ୍ରେସ ଦଳ ସମର୍ଥିତ ପ୍ରାର୍ଥିନୀ ସୁଭଦ୍ରା ଦାସ ୯୦ ଖଣ୍ଡ ଭୋଟ ଓ ସ୍ବାଧୀନ ପ୍ରାର୍ଥିନୀ ଆଶା ସାହୁ ମୋଟ ୨୩ ଖଣ୍ଡ ଭୋଟ ପାଇଛନ୍ତି। ପୂର୍ବରୁ ଏଠାରେ ବିଜେଡି ସମର୍ଥକ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri