Advertisement

ସମିତି ସଭ୍ୟ ଉପନିର୍ବାଚନ: ବାଜି ମାରିଲା ଭାଜପା

ଚାନ୍ଦବାଲି,୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମାଧପୁର ପଞ୍ଚାୟତରେ ସମିତି ସଭ୍ୟ ଉପନିର୍ବାଚନର ଅଙ୍କକଷା ଶେଷ ହୋଇଛି। ଭାଜପା ସମର୍ଥିତ ସମିତି ସଭ୍ୟ ଭାବେ ସବିତା ବିଶ୍ୱାଳ ୧୦୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମାଧପୁର ପଞ୍ଚାୟତର ବିଜେଡି ସମର୍ଥିତ ସମିତି ମେମ୍ବର ପ୍ରାର୍ଥିନୀ ବର୍ଷାରାଣୀ ମହାକୁଡ଼ଙ୍କ ସପକ୍ଷରେ ୧୩୬୨ ଖଣ୍ଡ ଭୋଟ ଯାଇଥିବା ବେଳେ ଭାଜପା ସମର୍ଥିତ ପ୍ରାର୍ଥିନୀ ସବିତା ବିଶ୍ୱାଳ ୧୪୬୨ ଖଣ୍ଡ ଭୋଟ ପାଇ ୧୦୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। କଂଗ୍ରେସ ଦଳ ସମର୍ଥିତ ପ୍ରାର୍ଥିନୀ ସୁଭଦ୍ରା ଦାସ ୯୦ ଖଣ୍ଡ ଭୋଟ ଓ ସ୍ବାଧୀନ ପ୍ରାର୍ଥିନୀ ଆଶା ସାହୁ ମୋଟ ୨୩ ଖଣ୍ଡ ଭୋଟ ପାଇଛନ୍ତି। ପୂର୍ବରୁ ଏଠାରେ ବିଜେଡି ସମର୍ଥକ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିୟୁ, ଭେଣ୍ଟିଲେଟର ନାହିଁ

ସୋନପୁର,୧୯।୫(ନି.ପ୍ର.) – କରୋନାର ଦ୍ୱିତୀୟ ଲହର ସୁବର୍ଣ୍ଣପୁର ଜିଲାର ଜନସାଧାରଣଙ୍କୁ ହନ୍ତସନ୍ତ କରୁଛି। ପ୍ରତିଦିନ ଶତାଧିକ ଲୋକ ସଂକ୍ରମିତ ହେଉଛନ୍ତି। ଅସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ...

ସୂର୍ଯ୍ୟବଂଶୀଙ୍କ ଜୋରଦାର ପ୍ରଚାର

ଧାମନଗର,୧୭।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ସୋମବାର ପୂର୍ବାହ୍ନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ନିର୍ବାଚନମଣ୍ଡଳୀ ଅଧୀନ ବମକୁରା...

ପାଟଣାରେ କେରଳ ଫେରନ୍ତାକୁ ନେଇ ଭୟ: ଫେରିଲେ ୧୪ ପ୍ରବାସୀ

ପାଟଣା,୮।୫(ସ୍ବ.ପ୍ର.): କେରଳରେ ରହୁଥିବା ୧୪ ପ୍ରବାସୀ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ନିଜ ଗ୍ରାମକୁ ଫେରିଛନ୍ତି। ଏହି ସମସ୍ତ ପୁରୁଷ ଶ୍ରମିକ...

ଦଳୀୟ ପ୍ରାର୍ଥିନୀଙ୍କ ପାଇଁ ପ୍ରଚାର କଲେ ବ୍ରହ୍ମପୁର ବିଧାୟକ

ରାଇକିଆ,୨ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଜେଡି ପକ୍ଷରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ବୁଧବାର ମଣ୍ଡକିଆ ଓ ପେଟାପାଙ୍ଗାଠାରେ...

ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା...

ରେଳଧାରଣାରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

କୋରାପୁଟ/କାକିରିଗୁମ୍ମା/ଲକ୍ଷ୍ମୀପୁର ,୧୨ା୮(ସ୍ବ.ପ୍ର)-କୋରାପୁଟ ଜିଲା କାକିରିଗୁମ୍ମା ଥାନା ଅନ୍ତଗର୍ତ କୁଡିପଦର ଗ୍ରାମ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଛି...

୧୮ ମାସରେ ବଦଳିବ ସରକାରୀ କୋଠାର ରୂପରେଖ : ଖୁବ୍‌ଶୀଘ୍ର ଆରମ୍ଭ ହେବ ଉଚ୍ଛେଦ ଓ ନିର୍ମାଣ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜଧାନୀରେ ଥିବା ସରକାରୀ କୋଠା ଏବଂ କ୍ୱାର୍ଟର୍ସଗୁଡିକ ନବୀକରଣ କରାଯିବ। ଏନେଇ ସାଧାରଣ ପ୍ରଶାସନ(ଜିଏ) ପକ୍ଷରୁ ସ୍ଥାନ ଚିହ୍ନଟ ହୋଇସାରିଛି। ପୂର୍ତ୍ତ ବିଭାଗ...

ଦୁର୍ଘଟଣାରେ ମୃତ, ଆହତଙ୍କୁ ମିଳୁନି ସହାୟତା

ଛତ୍ରପୁର,୨୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା କମୁନି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅନ୍ୟ ଜିଲା ଭଳି ଏଠାରେ ମଧ୍ୟ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ଗଠିତ ହୋଇଛି। ବାରମ୍ବାର...

Advertisement
Archives

Model This Week