Posted inଜାତୀୟ

କଂଗ୍ରେସକୁ ପ୍ରଥମ ସଫଳତା

ନୂଆଦିଲ୍ଲୀ,୨ ।୧୧: ଦେଶରେ ୩ ଲୋକ ସଭା ଓ ୨୯ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଫଳାଫଳ ଧୀରେ ଧୀରେ ଆସିବାରେ ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ ରାଜସ୍ଥାନରେ କଂଗ୍ରେସକୁ ପ୍ରଥମ ସଫଳତା ମିଳିଛି । ଏଠାରେ ୨ଟି ଆସନରେ ହୋଇଥିବା ବିଧାନସଭା ନିର୍ବାଚନରେ ଗୋଟିକରେ କଂଗ୍ରେସ ବିଜୟୀ ହୋଇଥିବା ଜଣାପଡିଛି । ଧାରିୟାୱାଡ ଆସନରୁ କଂଗ୍ରେସର ନାଗରାଜ ମିଣା ବିଜୟୀ ହୋଇଥିବା ଜଣାପଡିଛି । ସେ ପାଖାପାଖି ୨୧ ହଜାର ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ସେହିପରି ବଲ୍ଲଭ ନଗର ଆସନରେ ବି କଂଗ୍ରେସ ଆଗୁଆ ଥିବା ଜଣାପଡିଛି । ସୂଚନାଯୋଗ୍ୟ, ଧାରିୟାୱାଡା ଆସନ ପୂର୍ବରୁ ଭାଜପା ହାତରେ ଥିଲା । ସେଠାକାର ବିଧାୟକ ଗୌତମ ମିଣାଙ୍କ ପରଲୋକ ପରେ ସେଠାରେ ଉପ ନିର୍ବାଚନ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri