କିସ୍‌ ଷ୍ଟାଡିୟମରେ ସି-୨୦ ମାନବ ଲୋଗୋ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ସିଭିଲ-୨୦(ସି-୨୦) ଅଧୀନରେ ଲିଙ୍ଗଗତ ସମାନତା ଓ ଦିବ୍ୟାଙ୍ଗ ଓ୍ବାର୍କିଂ ଗ୍ରୁପ୍‌ ସମ୍ମିଳନୀ ଅବସରରେ କିସ୍‌ ଷ୍ଟାଡିୟମରେ କିସ୍‌ର ୩ ହଜାର ଛାତ୍ରୀ ସି-୨୦ ମାନବ ଲୋଗୋ ତିଆରି କରିବା ସହ ଏକ ସ୍ବତନ୍ତ୍ର ଟର୍ଚ୍ଚ ଲାଇଟ୍‌ ଶୋ’କରିଥିଲେ। ଏହି ଅବସରରେ ଛାତ୍ରୀଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ ସି-୨୦ ଚେୟାର ପ୍ରତିନିଧି ସ୍ବାମୀ ଅମ୍ରିତାସ୍ବରୂପାନନ୍ଦ ପୁରୀ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ଦେଶରୁ ଆସିଥିବା ପ୍ରତିନିଧିଗଣ ଏବଂ କିଟ୍‌ ଓ କିସ୍‌ର ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ମହିଳା ସଶକ୍ତୀକରଣ, ଲିଙ୍ଗଗତ ସମାନତା ଏବଂ ଦିବ୍ୟାଙ୍ଗଙ୍କ ଅଧିକାରକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମାର୍ଚ୍ଚ ୮ ଅର୍ନ୍ତଜାତୀୟ ମହିଳା ଦିବସଠାରୁ ମେ ୨୨ ବିଶ୍ୱ ଧରିତ୍ରୀ ଦିବସ ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ୧ ମିଲିୟନ ଲାଇଟ ଶୋ’ ଅଭିଯାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କିସ୍‌ର ଛାତ୍ରୀମାନେ ସେମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଥିବା ବ୍ୟକ୍ତି ଓ ଅନୁଷ୍ଠାନକୁ ସମ୍ମାନ ଜଣାଇ ଏହି ଲାଇଟ ଶୋ’ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri