Posted inଜାତୀୟ

ସି.ପି. ରାଧାକ୍ରିଷ୍ଣନ ୧୬ ବର୍ଷ ବୟସରୁ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ

ନୂଆଦିଲ୍ଲୀ, ୧୮ା୮: ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ଭାଜପା ସଂସଦୀୟ ବୋର୍ଡ ରବିବାର ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନଙ୍କୁ ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି। ୧୯୫୭ ଅକ୍ଟୋବର ୨୦ରେ ତାମିଲନାଡୁର ତିରୁପୁରରେ ଜନ୍ମିତ ଚନ୍ଦ୍ରପୁରମ୍‌ ପୋନ୍ନୁସ୍ବାମୀ ରାଧାକ୍ରିଷ୍ଣନ ତାଙ୍କ ରାଜନୈତିକ କ୍ୟାରିୟର ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅଧିଷ୍ଠିତ ହୋଇଛନ୍ତି। ୨୦୨୪ ଜୁଲାଇ ୩୧ରେ ସେ ମହାରାଷ୍ଟ୍ର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୨୩ ଫେବୃଆରୀ ୧୮ରୁ ୨୦୨୪ ଜୁଲାଇ ୩୦ ପର୍ଯ୍ୟନ୍ତ ସେ ଝାଡ଼ଖଣ୍ଡ ରାଜ୍ୟପାଳ ଥିଲେ। ଏଥିସହିତ ସେ ୨୦୨୪ ମାର୍ଚ୍ଚରୁ ଜୁଲାଇ ତେଲଙ୍ଗାନା ରାଜ୍ୟପାଳ ଏବଂ ପଣ୍ଡିଚେରିର ଉପରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇଥିଲେ। ରାଧାକ୍ରିଷ୍ଣନ ୧୯୯୮ ଏବଂ ୧୯୯୯ରେ ଭାଜପା ସଦସ୍ୟ ଭାବେ କୋଏମ୍ବାଟୁରରୁ ୨ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରୁ ୨୦୦୭ ପର୍ଯ୍ୟନ୍ତ ତାମିଲନାଡୁ ପାଇଁ ଭାଜପାର ରାଜ୍ୟ ସଭାପତି ରହିଥିଲେ। ମାତ୍ର ୧୬ ବର୍ଷ ବୟସରୁ ସେ ଆର୍‌ଏସ୍‌ଏସ୍‌ ଏବଂ ଜନସଂଘ ସହ ଜଡ଼ିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri