୧୨ ପ୍ରସ୍ତାବକୁ ଉପରେ ବାଜିଲା କ୍ୟାବିନେଟ ମୋହର, ଜାଣନ୍ତୁ କ’ଣ କ’ଣ…

ଭୁବନେଶ୍ୱର,୨୧।୧୧: ୧୨ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ ମୋହର। ୯ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି। ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ।ଏଥିରେ ଜଣେ ଅଧ୍ୟକ୍ଷ, ୨ ଜଣ ସଦସ୍ୟ ରହିବେ ।

 

Dharitri – The Largest & Most Trusted Odia Daily

Share
Tags: odisha