Posted inଜାତୀୟ

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୩୦।୩: କେନ୍ଦ୍ର ସରକାରୀଙ୍କ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ମିଳିଛି। ଏହି ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(ଡିଏ) ଏବଂ ପେନସନଭୋଗୀଙ୍କ ପାଇଁ ଡିଆର୍‌ ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ଅନୁମୋଦନ ଦେଇଛନ୍ତି। ଏହା ଜାନୁଆରୀ ୨ ତାରିଖରୁ କାର୍ଯ୍ୟକାରୀ ହେବ।
ଏହାପୂର୍ବରୁ ଅକ୍ଟୋବର ୨୦୨୧ରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏକୁ ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ବୃଦ୍ଧି ପରେ, ଡିଏ ୩୪ ପ୍ରତିଶତକୁ ବୃଦ୍ଧି ପାଇବ। ଏହି ବର୍ଦ୍ଧିତ ନିଷ୍ପତ୍ତି ଦ୍ୱାରା କେନ୍ଦ୍ର ସରକାରଙ୍କ ଉପରେ ୯,୫୪୪.୫୦ କୋଟି ଟଙ୍କାର ଅତିରିକ୍ତ ବୋଝ ପଡିବ। ଏହାଦ୍ୱାରା ୪୭.୬୮ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଓ ୬୮.୬୨ ପେନସନ ଭୋଗୀ ଉପକୃତ ହେବେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଏସିରେ ସ୍ଥିତାବସ୍ଥା ପରିବର୍ତ୍ତନ ଉଦ୍ୟମ

ନୂଆଦିଲ୍ଲୀ,୨ା୯: ପୂର୍ବ ଲଦାଖର ପାଙ୍ଗୋଙ୍ଗ୍‌ ହ୍ରଦରେ ସ୍ଥିତାବସ୍ଥା ବଦଳାଇବା ପାଇଁ ସାମରିକ ଉତ୍ତେଜନା ସୃଷ୍ଟିକାରୀ ଉଦ୍ୟମ କରିଥିଲା। ଚାଇନାର ଏପରି କାର୍ଯ୍ୟ ଦ୍ୱିପାକ୍ଷିକ ଚୁକ୍ତିର ଉଲ୍ଲଂଘନ...

ପଞ୍ଜାବ ସେକ୍ଟରରେ ମୁତୟନ ହେଲା ପ୍ରଥମ ଏସ୍‌-୪୦୦ ସ୍କ୍ବାଡ୍ରନ

ନୂଆଦିଲ୍ଲୀ,୨୧।୧୨: ଦେଶରେ ପ୍ରଥମ ଥର ପାଇଁ ପଞ୍ଜାବ ସେକ୍ଟରରେ ଏସ୍‌-୪୦୦ ପ୍ରତିରକ୍ଷା ମିସାଇଲ ସିଷ୍ଟମ ମୁତୟନ କରିଛି ଭାରତୀୟ ବାୟୁ ସେନା (ଆଇଏଏଫ୍‌)। ଦୁଇ ପଡ଼ୋଶୀ...

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ...

ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା କରୋନା ପଜିଟିଭ

ଅଗରତାଲା,୨୧ ।୭: ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ବୁଧବାର ଏହି ସୂଚନା ମିଳିଥିବା ବେଳେ ଏବେ ସେ...

ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୦।୧୨: ବିହାରରେ ଆତଙ୍କବାଦୀଙ୍କ ପକ୍ଷରୁ ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳରେ ଏଭଳି କାର୍ଯ୍ୟ ଜାରି ରହିଛି। ପଶ୍ଚିମବଙ୍ଗର ସିଲିଗୁଡ଼ି...

ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !

ନୂଆଦିଲ୍ଲୀ,୬।୧୧: ଅଯୋଧ୍ୟା ରାୟ ପୂର୍ବରୁ ଉତ୍ତର ପ୍ରଦେଶର ସମସ୍ତ ଜିଲାରେ ୧୪୪ ଜାରି କରାଯାଇଛି। ରାୟକୁ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ...

ନିର୍ବାଚନ ପରବର୍ତ୍ତୀ ହିଂସା, ସିବିଆଇ-ଏସ୍‌ଆଇଟିକୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ…

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ହାଇକୋର୍ଟ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୋଲକାତା ହାଇକୋର୍ଟ...

ଉତ୍ତରପ୍ରଦେଶରେ ଅନର କିଲିଂ

ଶାହାଜାହାନ୍‌ପୁର,୮।୧୦ : ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ପୁଣି ଉତ୍ତରପ୍ରଦେଶରେ ଏକ ଲଜ୍ଜାକର ଘଟଣା ଘଟିଛି। ରାଜ୍ୟର ଶାହାଜାହାନ୍‌ପୁର ଜିଲାରେ ଜଣେ ଦଳିତ...

Advertisement
Archives

Model This Week