ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର୍‌ର ରାଜିନାମାକୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ,୧୩।୩: ଭାରତ-ମଧ୍ୟପ୍ରାଚ୍ୟ ୟୁରୋପ ଆର୍ଥିକ କରିଡର୍‌ର ସଶକ୍ତିକରଣ ଏବଂ ପରିଚାଳନା ପାଇଁ ଭାରତ ଓ ୟୁଏଇ ମଧ୍ୟରେ ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମାକୁ କ୍ୟାବିନେଟ୍‌ ମଞ୍ଜୁରି ମିଳିଛି। ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମା (ଆଇଜିଏଫଏ)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ପିଛିଲା ଭାବେ ଏହି ରାଜିନାମାକୁ ମଞ୍ଜୁରି ମିଳିଛି। କରିଡର ପରିଚାଳନା ପାଇଁ ସହଯୋଗ ଉପରେ ଉଚ୍ଚସ୍ତରୀୟ ଗସ୍ତ ସମୟରେ ଭାରତ ଏବଂ ୟୁଏଇ ମଧ୍ୟରେ ୧୩ ଫେବୃଆରୀ ୨୦୨୪ରେ ଆଇଜିଏଫଏ ସ୍ୱାକ୍ଷରିତ ହୋଇଥିଲା।

ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି କରିବା ଏବଂ ବନ୍ଦର, ସାମୁଦ୍ରିକ ଏବଂ ଲଜିଷ୍ଟିକ୍ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଆଇଜିଏଫ୍ଏର ଲକ୍ଷ୍ୟ। ଆଇଏମଇସିର ବିକାଶ କ୍ଷେତ୍ରରେ ଭବିଷ୍ୟତର ମିଳିତ ପୁଞ୍ଜିନିବେଶ ଏବଂ ସହଯୋଗର ଅଧିକ ସମ୍ଭାବନା ଖୋଜିବା ଉଦ୍ଦେଶ୍ୟରେ ଦୁଇ ଦେଶ ମଧ୍ୟରେ ସହଯୋଗର କ୍ଷେତ୍ରଗୁଡ଼ିକୁ ଆଇଜିଏଫ୍ଏରେ ସାମିଲ କରାଯାଇଛି।

ଏହି ରାଜିନାମାରେ ଦୁଇ ଦେଶ ମଧ୍ୟରେ ସହଯୋଗର ବିସ୍ତୃତ ଢାଞ୍ଚା ରହିଛି। ଏହି ସହଯୋଗ ଦେଶଗୁଡ଼ିକର ନିଜସ୍ୱ ନିୟମ ଏବଂ ନିୟମାବଳୀ ଅନୁଯାୟୀ ପାରସ୍ପରିକ ସହମତିପ୍ରାପ୍ତ ନୀତି, ମାର୍ଗଦର୍ଶିକା ଓ ଚୁକ୍ତିନାମା ଉପରେ ଆଧାରିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri